-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମେଧାବୀ ଛାତ୍ରଛାତ୍ରୀମାନଙ୍କୁ “ଅନୁଧ୍ୟାନ’ ମିଡିଆ ଗ୍ରୁପ ପକ୍ଷରୁ ସମ୍ବର୍ଦ୍ଧନା

10-Aug-2022



କଳାହାଣ୍ଡି,ଭବାନୀ ପାଟଣା(ତ୍ରିନାଥ ବେଶ୍ରl)
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଅମଲା ଭବନ ଠାରେ ଅନୁଧ୍ୟାନ ଖବର କାଗଜ ଓ ଟିଭି ଚ୍ୟାନାଲ ପକ୍ଷରୁ କଳାହାଣ୍ଡି ଜିଲ୍ଲାର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଥିଲା ।ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଭବାନୀପାଟଣା ପୌରାଧାକ୍ଷା ସଂଯୁକ୍ତା ବେହେରା, ଭବାନୀପାଟଣା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ ଅଜୟ ମିଶ୍ର ଓ ଆଇନଜୀବି ଛବିଲାଲ ନିଆଲ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ ।କଳାହାଣ୍ଡି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିଛି, ଧାନ ଉତ୍ପାଦନରେ ରାଜ୍ୟରେ ଦ୍ୱିତୀୟ ଓ କପା ଉତ୍ପାଦନରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛି । ଜିଲ୍ଳାରୁ ପ୍ରତିବର୍ଷ ଯୁବକ ମାନେ ଆଇଏସ, ଆଇପିଏସ ପାଉଛନ୍ତି ।
ତେଣୁ ଛାତ୍ରଛାତ୍ରୀ ମାନେ ବଡ଼ ବଡ଼ ସ୍ୱପ୍ନ ଦେଖନ୍ତୁ ଓ ସ୍ୱପ୍ନକୁ ସଫଳ କରିବାକୁ ଉଦ୍ୟମ କରନ୍ତୁ ଓ କଳାହାଣ୍ଡି ପାଇଁ ଗୌରବ ଆଣନ୍ତୁ ବୋଲି ଅତିଥିମାନେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ କରିଥିଲେ । ଅନୁଧ୍ୟାନ ମିଡିଆ ଗ୍ରୁପ ପକ୍ଷରୁ କଳାହାଣ୍ଡିର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟବ୍ୟସ୍ଥତତା ଯୋଗୁଁ ଅନୁଧ୍ୟାନ ମିଡିଆ ଗ୍ରୁପର ସଂପାଦକ ବିକାଶ ଚନ୍ଦ୍ର ସେଠୀ ଯୋଗ ଦେଇପାରିନଥିଲେ ।ଘରୋଇ ବିକାଶ କଲେଜର ୧୦ ଜଣ, ପ୍ରଗତି କଲେଜରୁ ୧୦ ଜଣ, ଦ୍ରୋଣାଚାର୍ଯ୍ୟ କଲେଜରୁ ୧୦ ଜଣ, କେସିଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରୁ ୧୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ୫ ବରିଷ୍ଠ ସାମ୍ବାଦିକଙ୍କୁ ସମ୍ବଦ୍ଧିତ କରାଯାଇଥିଲା ।ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ସାମ୍ବାଦିକ ଚିତ୍ତ ରଞ୍ଜନ ବିଶି, ଅଜିତ ସିଂ, ମନୋଜ ନାଏକ, ହେମନ୍ତ ରାୟ ଓ ଯୁବ ସାମ୍ବାଦିକ କିଶନ ଶର୍ମାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଧ୍ୟାନ ଖବର କାଗଜ ର ପଶ୍ଚିମ ଓଡିଶା ବ୍ୟୁରୋ ମୁଖ୍ୟ ରଜନୀ କାନ୍ତ ମିଶ୍ର ସ୍ୱାଗତ ଭାଷଣ ଓ କଳାହାଣ୍ଡି ଜିଲ୍ଲା ପ୍ରତିନିଧି ମହାଦେବ ଖଣ୍ଡୁଆଲ ଧନ୍ୟବାଦ ଅର୍ପଣ କରିଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like