-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ

10-Aug-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ସ୍ଥାନୀୟ ଆଦିବାସୀ ଭବନ ଠାରେ ବିଶ୍ୱ ଆଦିବାସୀ ଦିବସ ମହା ସମାରୋହରେ ପାଳନ କରାଯାଇଅଛି l  ଉକ୍ତ ଦିବସକୁ ସରସ ସୁନ୍ଦର କରିବା ପାଇଁ ଲୋଇସିଂହା ବ୍ଲକର ୨୦ ଟି ପଞ୍ଚାୟତର  କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ l ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ସତ୍ୟ ନାରାୟଣ ଭୋଇ ତଥା ବଲାଙ୍ଗିର ଜିଲ୍ଲା ଆଦିବାସୀ ସଂଘର ମୁଖ୍ୟ ଉପଦେଷ୍ଟା ଯୋଗଦାନ କରିଥିଲେ l ଅପର ପକ୍ଷରେ ଶ୍ରୀଯୁକ୍ତ ବଂଶୀଧର କାଳସାଏ ସଭା ପରିଚାଳନା କରିଥିଲେ l ଗୋଣ୍ଡୱାନା ଗୋଣ୍ଡ ମହାସଭାର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଶ୍ୟାମସୁନ୍ଦର ଭୋଇ ମୁଖ୍ୟ ବକ୍ତା ହିସାବରେ ଯୋଗଦାନ କରିଥିଲେ ଓ ଶ୍ରୀଯୁକ୍ତ ଦଶରଥ ଛତ୍ରିଆ ସଭା ପରିଚାଳନାରେ ସହଯୋଗ କରିଥିଲେ l ସଭାର ମୁଖ୍ୟ ଅତିଥି ଓ ମୁଖ୍ୟବକ୍ତା ତାଙ୍କର ଅଭିଭାଷଣରେ ପ୍ରକାଶ କରିଥିଲେ ଯେ ଆଦିବାସୀ ମାନଙ୍କର ଭାଷା ,ପରମ୍ପରା ଓ ସଂସ୍କୃତିକୁ କୁ ଗୁରୁତ୍ଵ ଦେବା ପାଇଁ ଆହ୍ଵାନ କରିଥିଲେ l ଯଦି ଆମେ ନିଜର ପରମ୍ପରା ଓ ସଂସ୍କୃତିକୁ ଭୁଲି ଅନ୍ୟ ପରମ୍ପରା କୁ ଆପଣେଇବା ଆମେ ଦିନେ ସର୍ବ ସାଧାରଣ ତଥା ଜାତି ସମାଜକୁ କୁଠାରଘାତ କରି ଆଦିବାସୀ ମାନ୍ୟତା ହରାଇ ଦେବାକୁ ବେଶୀ ସମୟ ଲାଗିବା ନାହିଁ l ଏଣୁ ଆଦିବାସୀ ପରମ୍ପରା ତଥା ସଂସ୍କୃତି କୁ ବଜାୟ ରଖିବା ପାଇଁ ଆହ୍ଵାନ କରିଥିଲେ l ଉକ୍ତ ଦିବସକୁ ଆଗାମୀ ଦିନରେ ଛୁଟି ଘୋଷଣା କରିବାକୁ ସରକାରଙ୍କ ଠାରେ ଦାବି ଉପସ୍ଥାପନା କରିବାକୁ  ଘୋଷଣା କରିଥିଲେ। ଏବଂ ଆଗାମୀ ଦିନରେ ଜିଲ୍ଲା ଆଦିବାସୀ କଲ୍ଯାଣ ସଂଘ ଲୋଇସିଂହା ବ୍ଲକ ତରଫରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଲୋଇସିଂହା ଆଦିବାସୀ ଭାବନ ଠାରେ କରିବା ପାଇଁ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହିତ କରାଗଲା । ଉକ୍ତ ଶିବିରକୁ ଲୋଇସିଂହା ବ୍ଲକରେ ଥିବା ସମସ୍ତ ଆଦିବାସୀ ସମ୍ପ୍ରଦାୟର ଡାକ୍ତର ଡାକ୍ତରାଣୀ ସହଯୋଗ କରି

ଶିବିରକୁ ସାଫଲ୍ଯ କରିବେ ବୋଲି ନିବେଦନ କରାଯାଇ ଥିଲା । ଏହାଦ୍ବାରା ଗରିବ ଶ୍ରେଣୀର ଲୋକ ଉପକୃତ ହୋଇ ପାରିବେ । ଆଜିକାର ଏହି ଦିବସ ପାଳନରେ ଶ୍ରୀଯୁକ୍ତ  କୁମର ସଲତର, ଶ୍ରୀଯୁକ୍ତ ଗୋପାଳ ପଧାନ,ଦେବରାଜ ଭୋଇ ,ଦୁର୍ଜନ କୁମୁରା,ଗୋବର୍ଦ୍ଧନ ଧରୁଆ ,ଦୁଖୀଶ୍ୟାମ ଧରୁଆ,କଷ୍ଟମଣି ଧରୁଆ ,ଦେବାଶିଷ ବିଶୋଇ ,ରୁକ୍ମଣ ଧରୁଆ ,ଫକିର ପଧାନ ,ପୂର୍ଣଚନ୍ଦ୍ର ଭୋଇ ,ନେପାଲ ବର୍ଗେ, ଭୀଷ୍ମ ବରିହା ମିଶ୍ର ବରିହା ପ୍ରମୁଖ ଯୋଗଦାନ କରିଥିଲେ l ଶେଷରେ ରାଜେଶ ଭୋଇ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like