-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ଜାତୀୟ ପତାକା ବିତରଣ ଉତ୍ସବ ଅନୁଷ୍ଠିତ

10-Aug-2022



ପାଟଣାଗଡ଼ (ସଚ୍ଚିଦାନନ୍ଦ ମହାକୁର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଭାରତରେ ଚଳିତ ବର୍ଷ ସ୍ୱାଧୀନତାର ଅମୃତ ମହୋସବ ପାଳନ ଅବସରରେ ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଘରେ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବା ପାଇଁ ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ପାଟଣାଗଡ଼ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଓଡ଼ିଶାର ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀର ସମସ୍ତ ବୁଥ ସହ ଘରେ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବା ପାଇଁ ସ୍ଥାନୀୟ ରାଜଖମାରଠାରେ ତ୍ରିରଙ୍ଗା ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ସହ ବହୁ ବିଜେପି କର୍ମୀ ଅଂଶଗ୍ରହଣ କରି ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ଓ ପାଟଣାଗଡ଼ ଏନଏସି ମଣ୍ଡଳର ସଭାପତିମାନେ ଆସି ମୁଖ୍ୟ ଅତିଥୀଙ୍କଠାରୁ ହଜାରେ ଲେଖାଏଁ ତ୍ରିରଙ୍ଗା ପତାକା ନେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କୋଷାଧ୍ୟକ୍ଷ ପ୍ରଦୀପ ବଂଶଲ, ପୂର୍ବତନ ଜିଲ୍ଲା ସଭାପତି ଡା. ଓମ ପ୍ରକାଶ ଯୋଶୀ, ମୁନା ଦରୁଆନ, ପାଟଣାଗଡ଼ ନଗର ସଭାପତି ସୁଶାନ୍ତ କୁମାର ମହାନ୍ତି, ସାଂସଦଙ୍କ ଏନଏସି ପ୍ରତିନିଧି ସନ୍ତୋଷ କୁମାର ମେହେର, ଖପ୍ରାଖୋଲ ମଣ୍ଡଳ ସଭାପତି ଦେବକାନ୍ତ ପାଣିଗ୍ରାହୀ, ଭାଇଷା ମଣ୍ଡଳ ସଭାପତି ପଙ୍କଜ ଭୋଇ ଓ ସରପଞ୍ଚ ଜ୍ଞାନେନ୍ଦ୍ର ସାଏ ଯୋଗଦେଇ ତ୍ରିରଙ୍ଗା ପତାକା ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026

You Might Also Like