-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଆରମ୍ଭ ହେଲା ‘ସୁକୁନ’ କାର୍ଯ୍ୟକ୍ରମ

10-Aug-2022



ବଲାଙ୍ଗିର, ବଲାଙ୍ଗିର ଗରିବ ମୁହଁରେ ଫୁଟିବ ହସ। ଏଣିକି ସେମାନଙ୍କୁ ମିଳିବ ମାଗଣା ପୋଷାକ। ବଲାଙ୍ଗିର ସେଞ୍ଚୁରିଆନ୍ ୟୁନିଭର୍ସିଟି ଓ ଜେଆଇଟିଏମ୍ କଲେଜର ମିଳିତ ଉଦ୍ୟମରେ ‘ସୁକୁନ’ ନାମକ ଏକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଯାଇଛି। ଏଥିରେ ସ୍କୁଲ୍ ତଥା କଲେଜର ଛାତ୍ରଛାତ୍ରୀମାନେ ନୂଆ-ପୁରୁଣା ପୋଷାକ ଦାନ କରିବେ। ସେହି ପୋଷାକକୁ ଗରିବ ଲୋକଙ୍କୁ ଦାନ କରାଯିବ। ବଲାଙ୍ଗିର ବସ୍ ଟର୍ମିନାଲରେ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ

ଜିଲ୍ଲାପାଳ ଚଞ୍ଚଳା ରାଣା ଯୋଗଦେଇଥିଲେ। ଏହାସହ କାର୍ଯ୍ୟକ୍ରମରେ ଅନ୍ୟ ଆକ୍ଟିଭିଟି ତଥା ସହରକୁ ଡ୍ରଗ୍ସ ଫ୍ରି କରିବା ପାଇଁ ଏକ ହ୍ୟୁମାନ ଚେନ୍ କରାଯାଇଥିଲା। କେବଳ ଏତିକି ନୁହେଁ, ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଛାତ୍ରଛାତ୍ରୀମାନେ ଜାତୀୟ ପତାକା ଉଡ଼ାଇଥିଲେ।
 ଏହି କାର୍ଯ୍ୟକ୍ରମ ଫଳରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦାନଭାବ ବୃଦ୍ଧି ହେବ। ଏହାଦ୍ୱରା ସେମାନେ ଦୁଃଖୀ-ଗରିବଙ୍କ ସାହାଯ୍ୟ ମଧ୍ୟ କରିପାରିବେ। କଲେଜର ଏହି ନିଆରା ପ୍ରୟାସକୁ ଜିଲ୍ଲାପାଳଙ୍କ ସମେତ ଅଞ୍ଚଳବାସୀ ଭୁରି ଭୁରି ପ୍ରଶଂସା କରିଛନ୍ତି। ତେବେ ଛାତ୍ରଛାତ୍ରୀଙ୍କ ଏହି ଛୋଟ ପ୍ରୟାସ ଦ୍ୱାରା ଅନେକ ଗରିବ ଉପକୃତ ହେବେ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷେ ନୂଆ ପୋଷାକ ପାଇ ଗରିବମାନେ ବେଶ୍ ଖୁସି ଥିବା କହିଛନ୍ତି।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like