-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ କଂଗ୍ରେସର ପଦଯାତ୍ରା

10-Aug-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ତ୍ୟାଗ ଓ ବଳିଦାନର ୭୫ ବର୍ଷ ପୁର୍ତି ଅବଶରରେ ଉଲୁଣ୍ଡା ବ୍ଲକ କଂଗ୍ରେସ ତରଫରୁ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରା ଉଲୁଣ୍ଡା ହାଟପଡିଆ ଠାରୁ ବାହାରି ବସଷ୍ଟାଣ୍ଡ, ବ୍ଲକଛକ, ଗଣ୍ଡାବାହାଲ ଛକ ଦେଇ ଲକ୍ଷ୍ମିନଗର ପର୍ଯ୍ୟନ୍ତ ପହଂଚିଥିଲା । ଏହି ଅବଶରରେ କେନ୍ଦ୍ର ସରକାରଙ୍କ ଦରବୃ୍‌ଦ୍ଧି, ବେରୋଜଗାରୀ ସମସ୍ୟା ଏବଂ ଚାଷିମାରଣ ନିତୀ ଉପରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଜିଲ୍ଲା ସଂପାଦକ ପ୍ରଭୁଦତ ବସ୍ତିଆଙ୍କ ନେତୃତ୍ୱରେ ହୋଇଥିବା ଏହି ପଦଯାତ୍ରାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ସେଠୀ, ପିସିସି ପ୍ରଭାରୀ ଦୁର୍ଗା ପାଢୀ, ଜିଲ୍ଲା ସଭାପତି ଗୌରୀଶ୍ୟାମ ପଣ୍ଡା, ଜିଲ୍ଲା ଉପସଭାପତି ରାଜଗୋପାଲ ପାଣିଗ୍ରାହୀ, ଜିଲ୍ଲା କିଶାନ ସେଲ ସଭାପତି ନରେନ୍ଦ୍ର ପଣ୍ଡା, ବୀରମହାରାଜପୁର ଜୋନ୧ ଜିଲ୍ଲାପରିଷଦ ସଭ୍ୟ ଲବ କୁମାର ସାହୁ, ପିସିସି ସଭ୍ୟ ଜିତେନ୍ଦ୍ର ପଟ୍ଟନାଏକଙ୍କ ସମେତ ବହୁ ନେତା ଏବଂ ଦଳିୟ କର୍ମୀ ମାନେ ସାମିଲ ହୋଇଥିଲେ ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like