-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

କାଦୋଦର ମାଁ ଉମାଦେବୀ ଡିଗ୍ରୀ କଲେଜରେ ଆଲୋଚନାଚକ୍ର

10-Aug-2022



ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ କାଦୋଦର ମାଁ ଉମାଦେବୀ ଡିଗ୍ରୀ ମହାବିଦ୍ୟାଲୟରେ ଇତିହାସ ବିଭାଗ ପକ୍ଷରୁ ଆଲୋଚନାଚକ୍ର ଅଧ୍ୟକ୍ଷ କୈଲାସ ପୁରୋହିତଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଗୌତମ ବୃଦ୍ଧଙ୍କ ଜିବନ ଚରିତ୍ର ଓ ତାଙ୍କ ଚାରୋଟୀ ସତ୍ୟବାଣୀ ଏବଂ ଆଠଟି ମାର୍ଗ ଉପରେ ଆଲୋଚନା ହୋଇଥିଲା । ଆଲୋଚନା ଚକ୍ରରେ ୩୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଆଲୋଚନା କରିଥିଲେ । ଦେବିକା ମହାକୁର ସ୍ୱାଗତ ଭାଷଣ ଦେଇଥିବା ବେଳେ ପ୍ରତିମା ଜଗଦଲା, ସିମାବତୀ ମହାକୁର, ପରମେଶ୍ୱର ମେହେର, ଚିନ୍ମୟ ମେହେର. ରିଙ୍କୁ ମେହେର, ଚନ୍ଦ୍ରମଣୀ କ୍ଷେତୀ,ଆସିଷ ଖୁରା, ଅର୍ଜୁନ ବଡମାଲୀ, ପୁଜାରାଣୀ ସେଠି, ସୁଷମା ଜଗଦଲା, ପ୍ରମୋଦିନୀ ଭୋଇଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ମାନେ ସହେଯାଗ କରିଥିଲେ । ସୁଜାତା ପଟ୍ଟା ଧନ୍ୟବାଦ ଦେଇଥିଲେ ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like