-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

10-Aug-2022



 ବୌଦ୍ଧ (ଅକୃର ସାହୁ) ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ ପରି  ଏହି  ବର୍ଷ ମଧ୍ୟ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ କରାଯିବ । ଏହି ଉପଲକ୍ଷେ  ଭାରପ୍ରାପ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ କରୋନା କଟକଣାରେ ସ୍ଵାଧୀନତା ଦିବସ ପାଳନ ବିଷୟରେ ଆଲୋଚନା କରାଯାଇଥିଲା । ରାଜ୍ୟ ସରକାରଙ୍କ କୋଭିଡ ନିୟମାବଳୀ ଅନୁଯାୟୀ ସୀମିତ ଅଧିକାରୀ, ସମସ୍ତ ବର୍ଗରୁ ୧୦ ଜଣ ଲେଖାଏଁ କରୋନା ଯୋଦ୍ଧା, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଗଣ ମାଧ୍ୟମ ପ୍ରତିନିଧିଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ   ସ୍ଵାଧୀନତା ଦିବସ ସମାରୋହ  ସ୍ଥାନୀୟ କଚେରୀ ପଡିଆଠାରେ ଅନୁଷ୍ଠିତ ହେବ । ଏଥିରେ କେବଳ ପୋଲିସ ବାହିନୀ ଅଂଶଗ୍ରହଣ କରିବେ । କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ନାହିଁ । ସେହିପରି ଉତ୍ସବସ୍ଥଳରେ ଜନସମାଗମଙ୍କୁ ମଧ୍ୟ ସମ୍ପୂର୍ଣରୂପେ ବାରଣ କରାଯାଇଛି । କେବଳ ସୀମିତ ସଂଖ୍ୟକ କୋଭିଡ ଯୋଦ୍ଧାଙ୍କୁ ଆମନ୍ତ୍ରଣ କରାଯିବ । ସକାଳ ଘ.୯.୧୫ମି ସମୟରେ  ଆନୁଷ୍ଠାନିକ ଭାବେ  ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ରାତଃ ଘ.୪.୩୦ମି. ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାମଧୂନ, ସକାଳ ୭ ଘଟିକା ସମୟରେ ସମସ୍ତ ସରକାରୀ ଅଫିସ, ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ୭.୪୫ମି ସମୟରେ ବୌଦ୍ଧ ସହରର ବିଭିନ୍ନ ଛକରେ ଅବସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ । ତା ୧୧ ରିଖ ଠାରୁ ତା.୧୩ ରିଖ (୩ ଦିନ) ସକାଳ ୮ ଘଟିକା ସମୟରେ ପୋଲିସ ବାହିନୀ ଦ୍ଵାରା କଚେରୀ ପଡିଆଠାରେ ପ୍ୟାରେଡ ପୁର୍ବାଭ୍ୟାସ କରାଯିବ । ସେହିପରି ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାୟତରେ ଉକ୍ତ ଦିନ କୋଭିଡ କଟକଣାରେ ସକାଳ ୭ ଘଟିକା ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ପରାମର୍ଶ ଦିଆଯାଇଛି । ଏହି ଅବସରରେ ବନବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କରାଯିବ । ତା.୧୩ ରିଖ ଠାରୁ ୧୫ରିଖ ପର୍ଯ୍ୟନ୍ତ ବ୍ଲଡ଼ ବ୍ୟାଙ୍କ ଠାରେ ରକ୍ତ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଜିଲ୍ଲା ରେଡକ୍ରସ ପକ୍ଷରୁ ତା.୧୫ ରିଖ ଦିନ ରକ୍ତ ଦାନରେ ସାମିଲ ହେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି ।ଆଜାଦୀ କା ଅମୃତ ମହୋତ୍ସବ ଅବସରରେ  ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ହର ଘର  ତ୍ରିରଙ୍ଗା ଅଭିଯାନ ଆରମ୍ଭ କରାଯାଇ ଅଗଷ୍ଟ ୧୩ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ, କାର୍ଯ୍ୟାଳୟମାନଙ୍କରେ    ତ୍ରିରଙ୍ଗା  ପତାକା ଉଡାଇବା ପାଇଁ ବୈଠକରେ ସ୍ଥିର କରାଗଲା । ଏଥି ସହିତ ତ୍ରିରଙ୍ଗା  ଶୋଭାଯାତ୍ରା ପରିଚାଳନା କମିଟି ଦ୍ଵାରା ୭୫ ମିଟର ଜାତୀୟ ପତାକା ଶୋଭା ଯାତ୍ରା ରାମ ମନ୍ଦିରରୁ ବାହାରି ବସଷ୍ଟାଣ୍ଡ, NAC ଛକ ଦେଇ କଚେରୀ ପଡିଆ ସମ୍ମୁଖରେ ସକାଳ ୯ ଟା ସମୟରେ ପହଞ୍ଚିବ । ଏହି ଦିନ ପ୍ରତ୍ୟେକ କାର୍ଯ୍ୟାଳୟ  ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ଏହି ଦିବସ ଉପଲକ୍ଷେ  ବୌଦ୍ଧ ଜିଲ୍ଲାର ପାଞ୍ଚଟି ସ୍ଥାନରେ ଦେଶାତ୍ମବୋଧକ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ପ୍ରସ୍ତୁତି ବୈଠକରେ  ନଗରପାଳ, ଏନ୍ ଏ ସି  ବୌଦ୍ଧଗଡ ମୃତ୍ୟୁଞ୍ଜୟ ମିଶ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ଵିନୀ କୁମାର ମେହେର,  ଡି ପି ଏଚ୍ ଓ ଡଃ. ମଦନ ମୋହନ ପ୍ରଧାନ, ଅତିରିକ୍ତ ତହସିଲଦାର ମନୋରଞ୍ଜନ ସୁନା, CRCC ସନ୍ତୋଷ କୁମାର କର୍ଣ୍ଣ, ABEO ଅଖିଲ କୁମାର ପ୍ରଧାନ, ସହକାରୀ କମାନଡେଣ୍ଟ (5th IRBn) ବି ମେହେର, କୃଷୀ ଯନ୍ତ୍ରୀ, ଉଦ୍ୟାନ ବିଭାଗ ରଶ୍ମୀ ରଞ୍ଜନ ସେଠୀ,ଡି ଡି ଏମ୍  ଅଶୋକ ମିଶ୍ର, ଅଗ୍ନି ଶମ କର୍ମଚାରୀ କାର୍ତ୍ତୀକେଶ୍ଵର ନାଥ, ଆଇ ପି ଇ ଆନନ୍ଦ କୁମାର ବେହେରା, ସମ୍ପାଦକ, ରକ୍ତ ଦାତା ପ୍ରବର୍ତ୍ତକ ଦେବାଶିଷ ପୁରୋହିତ, ଅଂଶୁମାନ ହୋତା, ସୁମନ ଷଡଙ୍ଗୀ, ବିଶ୍ଵଜିତ ପଟ୍ଟନାଏକ, ଅସିମ କୁମାର ମିଶ୍ର, ଯେ ଆର୍ମ ଏ ଣ୍ଟୁ ପାଣ୍ଡେ, କର୍ମଚାରୀ ଯୁଧିଷ୍ଠିର ପ୍ରଧାନୀ, ଅକ୍ଷୟ କୁମାର ମହାକୁଡ, ଜିତେନ୍ଦ୍ର କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ ସ୍ଵାଗତ ଭାଷଣ ସହ ସଭା ସଂଯୋଜନା କରିଥିଲେ ଏବଂ ସଭା ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୂ ସ୍ଵାଇଁ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like