-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବେଞ୍ଚପ୍ରେସ (ପୁରୁଷ ଓ ମହିଳା) ଓ  ମେନ୍ସ ଫିଜିକ୍ ପ୍ରତିଯୋଗିତା ଉଦ୍‌ଯାପିତ

10-Aug-2022



ବଲାଙ୍ଗିର,(ପ୍ରେରଣା ଖବର)ବେଞ୍ଚପ୍ରେସ (ପୁରୁଷ ଓ ମହିଳା) ଓ ମେନ୍ସ ଫିଜିକ୍ ପ୍ରତିଯୋଗିତା ଏବିଏସ୍‌ଏସ୍ ରୋଡ ସ୍ଥିତ ଅନ୍ ଫିଟ୍‌ନେସ ଠାରେ ଉଦ୍‌ଯାପିତ ହୋଇଯାଇଛି । ଦୁଇ ଦିନ ଧରି ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଜିଲ୍ଲାର ସମସ୍ତ ଜିମ୍ ରୁ ପୁରୁଷ ଓ ମହିଳା ପ୍ରତିଯୋଗୀମାନେ ଭାଗ ନେଇଥିଲେ । ପ୍ରଥମ ଥର କରି ଜିଲ୍ଲାରେ ଆୟୋଜିତ ବେଞ୍ଚ  ପ୍ରେସ ପ୍ରତିଯୋଗିତାରେ ଉଭୟ ପୁରୁଷ ଓ ମହିଳା ପ୍ରତିଯୋଗିମାନେ ଭାଗ ନେଇ ନିଜର ପରାକାଷ୍ଠା ପ୍ରଦର୍ଶର୍ନ କରିଥିଲେ । ପ୍ରଥମ ଦିନ ଅନୁଷ୍ଠିତ ବେଞ୍ଚ ପ୍ରେସ ପ୍ରତିଯୋଗିତାରେ ୫୯ କେଜି ବର୍ଗରେ ରୋହନ ସୁନା, ଅକ୍ଷୟ ସାହୁ ଓ ସୁମନ୍ଦ ନନ୍ଦ । ସେହିପରି ୬୬ କେଜି ବର୍ଗରେ ମନୋରଂଜନ ସାହୁ,  ଦିପକ ପରିଡା, ନିଖିଲ ସୁନା, ୭୪ କେଜି ବର୍ଗରେ ରାଜ ରାଏ, ଆଲୋକ ସାଗର, ବିଷ୍ଣୁ ନାଏକ, ୮୩ କେଜି ବର୍ଗରେ ରାମ ଖର୍ସେଲ, ଯୁବରାଜ ବରୁଆ, ଆନନ୍ଦ ଛତର, ୯୩ କେଜି ବର୍ଗରେ ସାର୍ଥକ କୁମାର, ପ୍ରଫୁଲ୍ଲ ଛତ୍ରିଆ ଓ ସତିସ ଦେହୁରୀ ନିଜ ନିଜ ବର୍ଗରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଗ୍ରହଣ କରିଥିଲେ । ମହିଳାମାନଙ୍କ ମଧ୍ୟରେ ଚିନ୍ମୟୀ ଦାଶ, ପ୍ରତିମା ଖେସ, ଶ୍ୱେତା ମହାନ୍ତି, ଶୁଭଶ୍ରୀ ଗରୁଡ, ଲିପ୍‌ସା ସାହୁ, ଶ୍ରାବଣୀ ଭୋଇ ଓ ସୀମା ଦୀପ ନିଜ ନିଜ ବର୍ଗରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଥିଲେ । ପ୍ରଥମ ଦିନ ଅତିଥି ଭାବରେ ପୂର୍ବତନ ଜିଲ୍ଲା କ୍ରୀଡା ଅଧିକାରୀ ତଥା କ୍ରୀଡାବିତ୍ ରାଜେନ୍ଦ୍ର ବଢେଇ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଦ୍ୱିତୀୟ ଦିନର ଉଦ୍‌ଯାପନୀ ଦିବସରେ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ ଅତିଥି ଭାବରେ ଯୋଗ ଦେଇ ମେନ୍ସ ଫିଜିକ୍ ପ୍ରତିଯୋଗିତାର ପ୍ରତିଯୋଗିଙ୍କୁ ପୁରସ୍କୃତ କରିଥିଲେ । ମେନ୍ସ ଫିଜିକ୍ ପ୍ରତିଯୋଗିତାରେ ରୋହନ ସୁନା, ବାରୁଣ ନାଏକ ଓ ସାହିଲ ସ୍ୱାଇଁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ । ରୁପକ କୁମାର ବରାଳ ଓ ସଂଜୟ ଶତପଥି ବିଚାରକଙ୍କ ଦାୟିତ୍ୱ ତୁଳାଇଥିଲେ । ଅନ୍ ଫିଟ୍‌ନେସର ମାଲିକ ଅନୀଲ ନାଏକ, କରାଟେ କୋଚ ପ୍ରଶାନ୍ତ ପାତ୍ର, ବିଡିଜିଏ ସଂପାଦକ ସଂଗ୍ରାମ ବହିଦାର କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026

You Might Also Like