-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ନୂଆ ସିନେମା ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ ରିଲିଜ

10-Aug-2022



ଜୀ ସାର୍ଥକ ଫିଲ୍ମସରେ ରାକ୍ଷୀ ପୂର୍ଣ୍ଣିମା ଅବସରେ ନୂଆ ସିନେମା ‘ ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ  ରିଲିଜ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ ଭାଇ-ଭଉଣୀ ସମ୍ପର୍କକୁ ଏକ ସୁନ୍ଦର ରୂପରେ ଅବତାରଣା କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ପାରିବାରିକ କାହାଣୀକୁ ନେଇ ଚଳଚିତ୍ର ଗତିଶୀଳ ହୋଇଛି । କ୍ଷୀରୋଦ ପଟ୍ଟନାୟକ ଏଥିରେ ପ୍ରଯୋଜନା କରିଥିବା ବେଳେ ସହ ପ୍ରଯୋଜନା କରିଛନ୍ତି ଲିପ୍ସା ମିଶ୍ର । ଗିମିକ ମାଷ୍ଟର ସଂଜୟ ନାୟକ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି । ପୂର୍ବରୁ ରାକ୍ଷୀକୁ ନେଇ ସଂଜୟ ନିର୍ମାଣ କରିଛନ୍ତି ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ । ଯେଉଁଥିରେ ସ୍ୱର୍ଗତ ମିହିର ଦାସଙ୍କ ସହ ସିଦ୍ଧାନ୍ତ ମହାପାତ୍ର ଓ ଅନୁ ଚୌଧୁରୀଙ୍କୁ ଦେଖିବାକୁ ମିଳିଥିଲା । ତେଣୁ ଏହି ଚଳଚ୍ଚିତ୍ରରେ ଗିମିକ ମାଷ୍ଟର ସଂଜୟ କଣ ନୂଆ କରିବାକୁ ଯାଉଛନ୍ତି ତାକୁ ସମସ୍ତେ ଅପେକ୍ଷା କରିଛନ୍ତି । ହ୍ୟୁମାନ ସାଗର, ନେହା, ନିହାରିକା, କୁମାର ବାପି, ଅନ୍ତରା ଚକ୍ରବର୍ତ୍ତୀ, ଶୀତଲ

କବି, ଶୁଭାଶିଷ ସାହୁ ପ୍ରମୁଖ କଣ୍ଠଦାନ କରିଛନ୍ତି । ଗୀତ ଗୁଡିକ ନିହାର ପ୍ରିୟାଶୀଷ ଓ Dr ଶୁଭ ଦାସ  ଲେଖିଥିବା ବେଳେ ବୈଦ୍ୟନାଥ ଦାସ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ଏହି ଚଳଚିତ୍ରର  ଗୀତ ଗୁଡି଼କ ବହୁତ ସୁମଧୁର ହୋଇଛି ଯାହାକି ଦର୍ଶକମାନେ ବହୁତ ପସନ୍ଦ କରିବେ ଓ ଏହି ରାକ୍ଷୀ ପୂର୍ଣ୍ଣିମାରେ ଏହାର ଅଡିଓ ରିଲିଜି କରାଯାଇଛି । ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ଅନନ୍ୟା,ରିଷି ଓ ବିକ୍ରମ ଏବଂ ତାଙ୍କ ସହ ରାଜଦୀପଙ୍କୁ ଏକ ସ୍ୱତନ୍ତ୍ର ଭୂମିକାରେ ଦେଖିବାକୁ ମିଳିବ । ରାକ୍ଷୀକୁ ନେଇ ଅନେକ ଓଡିଆ ଚଳଚ୍ଚିତ୍ର ପରଦାକୁ ଆସିଛି । କିନ୍ତୁ ଗତ କିଛି ବର୍ଷ ହେବ ରାକ୍ଷୀକୁ ବଡପରଦାରେ ଦେଖିବାକୁ ମିଳିନଥିଲା । ଅନେକ ଦିନ ପରେ ରାକ୍ଷୀକୁ ନେଇ ଓଡିଆ ସିନେମା ନିର୍ମାଣ ହୋଇଥିବା ବେଳେ ଏହା  ଦର୍ଶକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଉଛି ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like