-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଜଗତସିଂହପୁର ଜିଲ୍ଲା ବ୍ୟାପି ଡାକକର୍ମଚାରୀଙ୍କ ଧର୍ମଘଟ

10-Aug-2022



ଜଗତ୍ସିଂହପୁର (ପ୍ରେରଣା ଖବର ବ୍ୟୁରୋ) ଭାରତୀୟ ଡାକ କର୍ମଚାରୀଙ୍କ ପ୍ରମୁଖ ଦାବିଗୁଡିକ ନେଇ ବୁଧବାର ଦିନ  ନାସନାଲ ଫେଡ଼ରେସନ ଅଫ ପୋଷ୍ଟାଲ ଏମ୍ପପ୍ଲୋଇ(NFPE) ଓ ଅଖିଳ ଭାରତୀୟ ଗ୍ରାମୀଣ ଡାକ ସେବକ(AIGDSU) ସଙ୍ଘର ମିଳିତ ମିଳିତ ଆହ୍ୱାନ କ୍ରମେ ଦେଶବ୍ୟାପି ଧର୍ମଘଟର ଡାକରା ଦିଆଯାଇଥିଲା ।ଏହି ଧର୍ମଘଟକୁ ସଫଳ ମଣ୍ଡିତ କରିବା ପାଇଁ ଜଗତସିଂହପୁର ଜିଲ୍ଲାବ୍ୟାପି NFPE ର ସମ୍ପାଦକ ବାସୁଦେବ ସ୍ୱାଇଁଙ୍କ ଆହ୍ୱାନରେ ଡାକକର୍ମଚାରୀ ମାନଙ୍କ ସଂଘ ତରଫରୁ ଜଗତସିଂହପୁର ପ୍ରଧାନ ଡାକଘର ସମେତ ଅନ୍ୟ ସମସ୍ତ ଡାକଘର ସମ୍ମୁଖରେ ଧର୍ମଘଟ ଦିଆଯାଇଥିଲା । ସଂଘର ସମ୍ପାଦକ ବାସୁଦେବ ସ୍ୱାଇଁ, ସହ ସମ୍ପାଦକ ଜଗନ୍ନାଥ ପାତ୍ର ଓ କୋଷାଧକ୍ଷ ତୋଫାନ ବୁହେଙ୍କ ନେତୃତ୍ୱରେ ଡାକ କର୍ମଚାରୀମାନେ ଆଜି ଝିପିଝିପି ବର୍ଷା ହେଉଥିବା ସତ୍ୱେ ଛତା ଧରି ଦିନ ତମାମ ଧର୍ମଘଟରେ

ବସିରହି କର୍ମଚାରୀଙ୍କ ପ୍ରତି କେନ୍ଦ୍ରସରକାରଙ୍କ ବୈମାତୃକ ମନୋଭାବ ବିଷୟରେ ବିଷୋଦାଗାର କରିଥିଲେ । ଭାରତର ସର୍ବ ପୁରାତନ ସଂସ୍ଥା ଡାକବିଭାଗର ନିଗମୀକରଣ ଓ ଘରୋଇକରଣକୁ ବନ୍ଦ କରିବା,ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ ଲିମିଟେଡ଼ ସହିତ ଡାକଘର ସଞ୍ଚୟ ବ୍ୟାଙ୍କର ମିଶ୍ରଣକୁ ବନ୍ଦ କରିବା, ନୂତନ ପେନସନ ଯୋଜନା ବନ୍ଦ କରି ପୁରାତନ ପେନସନ ଯୋଜନା ଲାଗୁ କରିବା,ଗ୍ରାମୀଣ ଡାକସେବକ ମାନଙ୍କୁ କେନ୍ଦ୍ର ସରକାରୀ କର୍ମଚାରୀ ମାନ୍ୟତା ଦେବା ସହିତ ଗ୍ରାମୀଣ ଡାକ ସେବକ ମାନଙ୍କୁ ସମସ୍ତ ଟ୍ରେଡ଼ ୟୁନିଅନ ସେବା ପ୍ରଦାନ କରିବା, କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କ ଉପରେ ଆକ୍ରମଣ ବନ୍ଦ କରିବା ଇତ୍ୟାଦି ଭଳି ପ୍ରମୁଖ ଦାବିଗୁଡିକ ନେଇ ଡାକକର୍ମଚାରୀ ସଂଘ ତରଫରୁ ଅଗଷ୍ଟ ୧୦ ତାରିଖ ଦିନ ସର୍ବଭାରତୀୟ ସ୍ତରରେ ଧର୍ମଘଟକୁ ସଫଳ କରିବା ନିମନ୍ତେ ଜଗତସିଂହପୁର ପ୍ରଧାନ ଡାକଘର ସମ୍ମୁଖରେ ସମସ୍ତ ଡାକ କର୍ମଚାରୀ(ପୋଷ୍ଟାଲ ଆସିଷ୍ଟାଣ୍ଟ, ପୋଷ୍ଟମ୍ୟାନ,ଏମଟିଏସ ଓ ଗ୍ରାମୀଣ ଡାକ-ସେବକ) ଏକତ୍ରିତ ହୋଇ ଦାବିଗୁଡିକର ସ୍ଲୋଗାନ ଦେଇ ଧର୍ମଘଟ କରିଥିଲେ । ଏହି ଧର୍ମଘଟର ପ୍ରଭାବ ସମସ୍ତ ଜନସାଧାରଣଙ୍କ ଉପରେ ପଡିଥିଲା ଯାହାଦ୍ୱାରା କି ସେମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହେବା ସହ ନିରାଶ ହୋଇ ଡାକ ଘର ସମ୍ମୁଖରୁ ଫେରିବାକୁ ପଡିଥିଲା । ଅବିନାଶ ଜେନା,ନେପାଳ ଶବର,
ଭଗବାନ ବରିହା, ତିରୁପତି ରାଓ,
ତପନ ଦାସ, ନୀତିଶ ସୋଲାଙ୍କି, ପ୍ରତାପ ନାୟକ,ଚନ୍ଦ୍ର ଶେଖର ଟୁଡୁ, ତ୍ରିଲୋଚନ ପ୍ରଧାନ, ପ୍ରିତମ ଦାସ,ରାକେଶ ବେହେରା, ରତ୍ନାକର ନାୟକ,ସୁରେନ୍ଦ୍ର ମାଝୀ,ସଞ୍ଜୟ ବେହେରା ପ୍ରମୁଖ ଧର୍ମଘଟରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like