-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

ଟପଟେନରେ ସିଦ୍ଧାର୍ଥ ଡିଗ୍ରୀ କଲେଜର ୩ ଛାତ୍ରୀ, ଅଞ୍ଚଳରେ ଖୁସିର ଲହରୀ

11-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସମ୍ବଲପୁର ବିଶ୍ଵ ବିଦ୍ୟାଳୟ ଯୁକ୍ତ ତିନି ପରୀକ୍ଷା ଫଳାଫଳ ପ୍ରକାଶିତ ହୋଇଛି ।ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜର ୩ଜଣ ଛାତ୍ରୀ ଟପଟେନରେ ସ୍ଥାନ ଅଳଙ୍କୃତ କରିଥିବାରୁ

କଲେଜର ଅଧ୍ୟାପକ,ଅଧ୍ୟାପିକା,କର୍ମଚାରୀ ତଥା ଅଞ୍ଚଳର ଶିକ୍ଷା ପ୍ରେମୀ ମହଲରେ ଖୁସିର ଲହରୀ ଖେଳିଯାଇଛି। ସୂଚନା ଯୋଗ୍ୟ ଯେ କଲେଜ ଅଧ୍ୟକ୍ଷ ଡ଼ଃ ଧୀରେନ୍ଦ୍ର କୁମାର ନାୟକଙ୍କ ସୂଚନା ଅନୁସାରେ ରାଜନୀତି ବିଜ୍ଞାନରେ ସର୍ବମୋଟ ୩୯ଜଣ ପରୀକ୍ଷା ଦେଇଥିଲେ। ସେଥିରୁ ୨ଜଣ ସସ୍ମିତା ଦୋରା(୯.୨୩ ସିଜିପିଏ) ମାର୍କ ରଖି ଟପ୍ ଟେନ ର ଚତୁର୍ଥ ସ୍ଥାନ ପାଇଥିବା ବେଳେ ଜୟନ୍ତୀ ସୁନା(୯.୧୧)ମାର୍କ ରଖି ନବମ ସ୍ଥାନରେ

ରହିଛନ୍ତି ।ସେହିପରି ଶିକ୍ଷା(ବିଭାଗ) ସମ୍ମାନରେ ଲିଲିମା ଦାସ (୯.୨୩ ସିଜିପିଏ) ମାର୍କ ରଖି ଦଶମ ସ୍ଥାନ ଅଳଙ୍କୃତ କରିଛନ୍ତି ।ପ୍ରକାଶ ଥାଉ କି ୧୯୯୩ମସିହାରେ ସ୍ଥାପିତ ସିଦ୍ଧାର୍ଥ ଡିଗ୍ରୀ କଲେଜରେ ୨୯ବର୍ଷ ଶିକ୍ଷାଦାନ ମଧ୍ୟରେ ପ୍ରଥମ କରି ୩ଜଣ ଛାତ୍ରୀ ଚଳିତ ବିଶ୍ଵ ବିଦ୍ୟାଳୟ ଶିକ୍ଷାବର୍ଷ ରେ ଟପ୍ ଟେନ ରେ ସ୍ଥାନ ପାଇଥିବାରୁ ତାଙ୍କର ଉଜ୍ଜଳ ମୟ ଭବିଷ୍ୟତ ଗଠନ ଦିଗରେ ସହାୟକ ହେଉ ବୋଲି ବୁଦ୍ଧିଜୀବୀ ମହଲରେ ଆଶା ପ୍ରକଟ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like