-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||     

HOME   ଜିଲ୍ଲା

ଜାତୀୟ କୃମି ନାଶକ ଦିବସ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

11-Aug-2022



ବରଗଡ:-ବରଗଡ଼ ଜିଲ୍ଲା ପାଇକମାଳ ବ୍ଳକ ଅଧିନସ୍ଥ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥିତ ସଭାଗୃହ ଠାରେ ଏବଂ ପାଇକମାଲ ଗୋଷ୍ଠୀ ଉନ୍ନୟନ ବୈଠକ ଗୃହ ଠାରେ ସ୍ବାସ୍ଥ୍ୟକର୍ମୀ , ସ୍ୱାସ୍ଥ୍ୟ ପରିଦର୍ଶକ,  ସ୍କୁଲ ମାନଙ୍କର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଏକ ପ୍ରଶିକ୍ଷଣ ଶିବିର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୈାମ୍ୟରଞ୍ଜନ ଦାଶ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା ଭାବରେ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀମାନ ତୁଷ କୁମାର ଚନ୍ଦ୍ରକାର ଓ ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରେବତୀ ମୋହନ ଜେନା ଉପସ୍ଥିତ ରହି ପ୍ରଶିକ୍ଷଣ ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ପାଇକମାଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମାନ ଶିବ ପ୍ରସାଦ ଯୋଷୀ ଉପସ୍ଥିତ ରହି ମାର୍ଗଦର୍ଶନ ଦେଇଥିଲେ। ଆସନ୍ତା ତା ୧୨.୦୮.୨୦୨୨ ଦିନ ଜାତୀୟ କୃମି ନାଶକ ଦିବସ ସାରା ଭାରତବର୍ଷ ରେ ପାଳନ କରାଯିବ ।ଏଣୁ ଏହି ଦିବସ ରେ ୧ ବର୍ଷ ରୁ ୧୯ ବର୍ଷ ବୟସର ଆମ ବ୍ଳକ ର ସମସ୍ତ ଶିଶୁଙ୍କୁ କୃମି ନାଶକ ବଟିକା ସେବନ କରାଯିବ ଓ ଯେଉଁ ଶିଶୁ ମାନେ ଏହି ଦିନ ଅନୁପସ୍ଥିତି ରହିବେ ସେମାନଙ୍କୁ ତା ୧୯.୦୮.୨୦୨ରିଖ(ଶୁକ୍ରବାର) ଦିନ ସେବନ କରାଯିବ ତେଣୁ ଆପଣମାନଙ୍କ ସହଯୋଗ ନିତାନ୍ତ ଆବଶ୍ୟକ ବୋଲି ଶ୍ରୀମାନ ଚନ୍ଦ୍ରକାର ମତବ୍ୟକ୍ତ କରିଥିଲେ।ପାଇକମାଲ ବ୍ଳକ ର ସମସ୍ତ ୧୬୭ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଗଣ ଏହି ପ୍ରଶିକ୍ଷଣ ଶିବିର ରେ ଉପସ୍ଥିତ ରହି ପ୍ରଶିକ୍ଷଣ ନେଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026

You Might Also Like