-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଫେସନ ସୋ ରେ "ସୁବର୍ଣ୍ଣlଶ୍ରୀ"ର ଅଂଶ ଗ୍ରହଣ l

11-Aug-2022



ସୁବର୍ଣ୍ଣପୁର: ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତ ଶିଳ୍ପ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ଏକାମ୍ର ହାଟ ରେ ଅଷ୍ଟମ ରାଜ୍ୟ ରାଷ୍ଟ୍ରୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ବୟନିକା ଦ୍ୱାରା ତା ୧0/0୮/୨୨ ରେ ଆୟୋଜିତ ଫେସନ ସୋ ରେ ସୁବର୍ଣ୍ଣl ଶ୍ରୀ ର ପ୍ରଡୁସର କମ୍ପାନୀ ଅଂଶ ଗ୍ରହଣ କରିଥିଲେ l ଉକ୍ତ ଫେସନ ସୋ ରେ ସୁବର୍ଣ୍ଣପୁର ସୁବର୍ଣ୍ଣlଶ୍ରୀ ର ପ୍ରଡୁସର କମ୍ପାନୀ ତରଫରୁ ଜିଲ୍ଲା୍ର ବୁଣାକାର ତଥା ମହିଳା ବୁଣାକାର ମାନଙ୍କ ଦ୍ୱାରା ଉତ୍ପାଦିତ ଉନ୍ନତ କଳା କୌଶଳ ତଥା ସୁକ୍ଷ୍ମ କାରୁକାର୍ଯ୍ୟପୁର୍ଣ ହସ୍ତ ତନ୍ତ କଟନ ବାନ୍ଧ ଶାଢ଼ୀ, ବୋମକେଇ ଡିଜାଇନ ଶାଢ଼ୀ ତଥା ସିଳ୍କ ବାନ୍ଧ ଶାଢ଼ୀ ଓ ବୋମକେଇ ଡିଜାଇନ ଶାଢ଼ୀ ପ୍ରଦର୍ଶନ କରାଯାଇଥିଲା l ରାଜ୍ୟ ବାହାର ମୋଡେଲ ମାନଙ୍କ ଦ୍ୱାରା ଆଧୁନିକ ଶୈଳୀ ରେ ହସ୍ତ ତନ୍ତ ର ବଡି ଡିଜାଇନ ତଥା ଆଞ୍ଚଳ ଡିଜାଇନ କୁ ଖୁବ ସୁନ୍ଦର ଭାବରେ ପରିବେଷଣ କରିଥିଲେ ଯାହା କି ଉପସ୍ଥିତ ଥିବା ଅତିଥି ବୃନ୍ଦ ତଥା ଅଗଣିତ କ୍ରେତା, ଦର୍ଶକ ଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହେବା ସହିତ ବହୁଳ ଭାବରେ ଆଦୃତ ହୋଇ ପାରିଛି l
ସୁବର୍ଣ୍ଣପୁର ର ସୁବର୍ଣ୍ଣlଶ୍ରୀ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଓ ଓରମାସ ଦ୍ୱାରା ପ୍ରୋତ୍ସାହିତ ଜିଲ୍ଲା୍ର ମହିଳା ସ୍ଵଂୟ ସହାୟକ ଗୋଷ୍ଠି ମାନଙ୍କ ଗଠିତ ଏକ ପ୍ରମୁଖ ହସ୍ତ ତନ୍ତ ଉତ୍ପାଦକ ସଂସ୍ଥା l ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଙ୍କ ବଳିଷ୍ଠ ନେତୃତ୍ୱ ତଥା ଦିଗଦର୍ଶନ ଦ୍ୱାରା

ପରିଚାଳିତ 'ସୁବର୍ଣା ଶ୍ରୀ'  ଜିଲ୍ଲା୍ର ହସ୍ତ ତନ୍ତ ଶିଳ୍ପର ବହୁଳ ଭାବରେ ପ୍ରଚାର, ପ୍ରସାର ସହ ବଜାରୀକରଣ ଉପରେ ଗୁରୁତ୍ୱ ପ୍ରଦାନ କରୁଛି l ରାଜ୍ୟ ସରକାରଙ୍କ ହସ୍ତ ତନ୍ତ, ବୟନଶିଳ୍ପ ଓ ହସ୍ତ ଶିଳ୍ପ ବିଭାଗର ସଚିବ ତଥା କମିଶନର ଶ୍ରୀମତୀ ଶୁଭା ଶର୍ମା, ଆୟୋଜିତ ଫେସନ ସୋ ରେ ସୁବର୍ଣ୍ଣପୁର ଜିଲ୍ଲା୍ର ଅଂଶଗ୍ରହଣ କୁ ଅନୁମତି ପ୍ରଦାନ ପୂର୍ବକ ସମସ୍ତ ପ୍ରକାର ସହଯୋଗ କରିଥିବା ବେଳେ ଉକ୍ତ ହସ୍ତତନ୍ତ ଫେସନ ସୋ ରେ ଜିଲ୍ଲା୍ର ଅଂଶ ଗ୍ରହଣ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଙ୍କ ବଳିଷ୍ଠ ଉଦ୍ୟମ ଓ ତତ୍ୱାବଧାନରେ ଉପନିର୍ଦେଶକ ବୟନଶିଳ୍ପ ସୋନପୁର ଶ୍ରୀ ଶାନ୍ତନୁ କୁମାର ମେହେର, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓରମାସ ଶ୍ରୀ ଯୁବରାଜ ସାହୁ, ଡି ପି ସି ମିଶନ ଶକ୍ତି ଶ୍ରୀ କାର୍ତ୍ତିକ ଚନ୍ଦ୍ର ନାୟକ ପ୍ରମୁଖ ଙ୍କ ପରିଚାଳନା ଓ ସହଯୋଗ ରେ ସଫଳ ହୋଇପାରିଛି l ଫେସନ ସୋ ଆୟୋଜକ- ପରିଚାଳନା ନିର୍ଦେଶକ, ବୟନିକା ଶ୍ରୀ ଶ୍ୟାମଭକ୍ତ ମିଶ୍ର, ତଥା ବୟନିକା ର ଉଚ୍ଚ ପଦାଧିକାରୀ ଓ ବାଣିଜ୍ୟ ବିଭାଗର ଦକ୍ଷ ଟିମ ପୂର୍ଣ୍ଣ ମାତ୍ରାରେ ସହଯୋଗର ହାତ ବଢ଼ାଇ ଥିଲେ l ଏମ ସି ଏଲ-ସମ୍ବଲପୁର ଫେସନ ସୋ ର ପ୍ରଚାର ପ୍ରସାର ନିମନ୍ତେ ଆର୍ଥିକ ସହଯୋଗ ପ୍ରଦାନ କରିଥିଲେ  l ଏହି ଫେସନ ସୋ ର ସଫଳତା ନିମନ୍ତେ ସମସ୍ତ ସମ୍ପୃକ୍ତ ଅଧିକାରୀ, ସଂସ୍ଥା, ବ୍ୟକ୍ତିବିଶେଷ, ଅନୁଷ୍ଠାନ ପ୍ରମୁଖଙ୍କୁ ଜିଲ୍ଳା ପ୍ରଶାସନ ତରଫରୁ କୃତଜ୍ଞତା ଜ୍ଞାପନ ପୂର୍ବକ ଧନ୍ୟବାଦ ପ୍ରଦାନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like