-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ବାବା ବର୍ଫାନି କାୱାଡିଆ ସେବା ମଣ୍ଡଳ ବଲାଙ୍ଗିର ପକ୍ଷରୁ ବୋଲବମ୍ ଭକ୍ତଙ୍କୁ ସେବା 

11-Aug-2022



ବଲାଙ୍ଗିର,(ପ୍ରେରନା ଖବର) ମାନବ ସେବା ହିଁ ମାଧବ ସେବାକୁ ପାଥେୟ କରି ବଲାଙ୍ଗିର ସହରର ବାବା ବର୍ଫାନି କାୱାଡିଆ ସେବା ମଣ୍ଡଳ ପକ୍ଷରୁ ବଲାଙ୍ଗିର, ସୋନପୁର ଓ ବରଗଡ ଜିଲାର ବୋଲବମ୍ ଭକ୍ତମାନଙ୍କୁ ବିଭିନ୍ନ ସେବା ଯୋଗାଇ ଦିଆଯାଇଛି । ବାବା ବର୍ଫାନି କାୱାଡିଆ ସେବା ମଣ୍ଡଳ ସଦସ୍ୟ ନରେନ୍ଦ୍ର କୁମାର ସାହୁ, ମନୋଜ କୁମାର ମହାନ୍ତି, ସୌମେନ୍ଦ୍ର କୁମାର ପରିଚ୍ଛା ଓ ଆକାଶ ମିଶ୍ରଙ୍କ ନେତୃତ୍ୱରେ ସଦର ବ୍ଲକ ଅନ୍ତର୍ଗତ ବାରପୁଡଗିଆର ରାଜ୍ୟ ରାଜପଥ କଡରେ ଥିବା ଖେଳ ପଡିଆ ଠାରେ ଗତ ୩ଦିନ(୯ ରୁ ୧୧ତାରିଖ) ପର୍ଯ୍ୟନ୍ତ ବୋଲବମ୍ ଭକ୍ତମାନଙ୍କୁ ବିଭିନ୍ନ ସେବା ଯୋଗାଇ ଦିଆଯାଇଥିଲା । ଉକ୍ତ ଖେଳ ପଡିଆରେ ସୁ ଉଚ୍ଚ ତୋରଣ

କରାଯାଇଥିଲା । ହରିଶଙ୍କର ତଥା ବିଭିନ୍ନ ଜଳାଶୟରୁ ପାଣି ଆଣି ବଲାଙ୍ଗିର, ସୋନପୁର ଓ ବରଗଡ ଜିଲାର ବିଭିନ୍ନ ଶିବାଳୟରେ ଜଳାଭିଶେକ କରିବାକୁ ବଲାଙ୍ଗିର-ପାଟଣାଗଡ ରାଜ୍ୟ ରାଜପଥରେ ଯାଉଥିବା ହଜାର ହଜାର କାୱାଡିଆ ଏବଂ ସାଧାରଣ ଲୋକଙ୍କୁ ସଂଗଠନ ପକ୍ଷରୁ ଖାଦ୍ୟ, ପାନୀୟ, ଚା, ବିସ୍କୁଟ, ଫଳ, େଓøଷଧ ଓ ଡାକ୍ତରୀ ସେବା ଅନବରତ ଭାବେ ୭୨ ଘଣ୍ଟା ଧରି ଯୋଗାଇ ଦିଆଯାଇଥିଲା । ଏପରିକି କାୱାଡିଆଙ୍କ ମନୋରଂଜନ ପାଇଁ ତିନଦିନ ଧରି ପଂଚମ ପକ୍ଷରୁ ଭଜନ ସଂଧ୍ୟା ମଧ୍ୟ ଆୟୋଜନ କରାଯାଇଥିଲା ।  ବିଗତ ୧୩ବର୍ଷ ହେଲା ସଂଗଠନ ପକ୍ଷରୁ ଏହିପରି କାୱାଡିଆମାନଙ୍କୁ ସେବା ଯୋଗାଇ ଦିଆଯାଉଛି । କିନ୍ତୁ ଗତ ୨ବର୍ଷ କୋରୋନା ମହାମାରୀ ଯୋଗୁଁ ଏହି ସେବା ବନ୍ଦ ଥିଲା ତେଣୁ ଚଳିତ ବର୍ଷ ବହୁ ଉସ୍‌ôାହ ସହ ସଂଗଠନର ସଦସ୍ୟ ଓ ବୋଲବମ୍ ଭକ୍ତମାନେ ଯୋଗଦେଇଥିଲେ । ସଗଠନର ସଦସ୍ୟ ସିତାରାମ ମେହେର, କମଲ କିଶୋର

ଅଗ୍ରୱାଲ, ମନୋଜ ସାହୁ, ସିଦ୍ଧାର୍ଥି ପଟେଲ, ମୁନ୍ନାଲାଲ ଅଗ୍ରୱାଲ, ଭାବେଶ ପଟେଲ, ପ୍ରଶାନ୍ତ ବିଶ୍ୱାଲ, ରାଧେଶ୍ୟାମ ସାହୁ, ବିକାଶ ଅଗ୍ରୱାଲ, ସୁରେନ୍ଦ୍ର ସାହୁ, ନରୋତମ ପଟେଲ, ସୁରିନ୍ଦର ସିଂ, ରାଜେନ୍ଦ୍ର ସାହୁ, ସୁବାସ ଅଗ୍ରୱାଲ, ଦର୍ଶନ, ଜନ୍ନଜଂୟ, ସନ୍ଦିପ ଅଗ୍ରୱାଲ, ସନ୍ତୋଷ ଅଗ୍ରୱାଲ, ଦେବଦତ ମିଶ୍ର, ସିମାଚଂଲ ପଣ୍ଡା, ମନୋଜ କେଜ୍ରିୱାଲ, ଜମ୍ବୋ ୱାଧାନୀ ଓ ଲାଲା ପ୍ରମୁଖ ଆର୍ଥିକ ସହଯୋଗ କରିବା ସହ ସମସ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ । ଏହି ଅବସରରେ ସହଯୋଗ କରିଥିବା ସମସ୍ତ ସଂଗଠନ ଓ କର୍ମକର୍ତାଙ୍କୁ ବାବା ବର୍ଫାନି କାୱାଡିଆ ସେବା ମଣ୍ଡଳ ପକ୍ଷରୁ ସମର୍ଦ୍ଧିତ କରାଯାଇଥିଲା । ଗତ ମଙ୍ଗଳବାର ସକାଳୁ ଆରମ୍ଭ ହୋଇଥିବା ଏହି ସେବା ଶୁକ୍ରବାର ସକାଳରେ ସମାପ୍ତ ହୋଇଥିଲା ।  ଯେ କୌଣସି ବ୍ୟକ୍ତି ବିଶେଷ ଏଠାକୁ ଆସିଲେ ପ୍ରସାଦ ସେବନର ବ୍ୟବସ୍ତା କରାଯାଇଥିଲା ।  ସଂଗଠନ ସମସ୍ତ କର୍ମକର୍ତା ନିଜସ୍ୱ ଆର୍ଥିକ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରୁଥିବା ବେଳେ ଆଗାମୀ ବର୍ଷ ଏହି କାର୍ଯ୍ୟକ୍ରମ ଆହୁର ଭବ୍ୟ କରାଯିବା ବୋଲି ସଂଗଠନ ପକ୍ଷରୁ ସୂଚନା ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like