-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ବୃକ୍ଷବନ୍ଧୁ କାର୍ଯ୍ୟକ୍ରମ ଅନୁଷ୍ଠିତ

11-Aug-2022



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ)/  ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗ ଠାରେ ପବିତ୍ର ରକ୍ଷାବନ୍ଧନ ଦିବସରେ “ବୃକ୍ଷ ବନ୍ଧୁ” କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି । ବିଦ୍ୟାଳୟର ଜୁନିୟର ରେଡକ୍ରସ ଓ ଅମରାବତୀ ୟୁକୋ କ୍ଲବ ର ମିଳିତ ଆନୁକୂଲ୍ୟରେ ହୋଇଥିବା କାର‌୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଲ ମିଶ୍ରଙ୍କ ଅଧ୍ୟକ୍ଷତା ଓ ଜୁନିୟର ରେଡକ୍ରସ କାଉନ୍ସେଲର ତଥା ପ୍ରକୃତି ବନ୍ଧୁ ଶିକ୍ଷକ ରାମ ନରାୟଣ ଦାଶଙ୍କ ସଂଯୋଜନା କରିଥିଲେ । କାର‌୍ୟ୍ୟକ୍ରମରେ ମୁୁଖ୍ୟ ଅତିଥି ଭାବରେ ଗୁଡଭେଲା ବ୍ଲକ  ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନ୍ସେଲର ପ୍ରଭାକର ଛନ୍ଦ ଓ ମୁଖ୍ୟ ବକ୍ତା ଭାବରେ ଦେଓଗାଁ ବ୍ଲକ ଅନ୍ତର୍ଗର୍ତ ସାଲେପାଲି ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନ୍ସେଲର ଅରବିନ୍ଦ କୁମ୍ଭାର ଯୋଗଦାନ କରିଥିଲେ । ବୃକ୍ଷ ଆମକୁ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ମୌଳିକ ଆବଶ୍ୟକତା ଯାହା ଖାଦ୍ୟ, ବସ୍ତ୍ର, ବାସଗୃହ ତଥା

ଅମ୍ଲଜାନ ଯୋଗାଇଥାଏ । ଜଳବାୟୁ ପରିବର୍ତ୍ତନ ବୃକ୍ଷର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତେଣୁ ବୃକ୍ଷ ଆମର ବନ୍ଧୁ ଅଟେ ବୋଲି ଅତିଥିଗଣ ଶୁଭ କାର‌୍ୟ୍ୟକ୍ରମରେ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ନେଇ ଏକ ସଚେତନ ଶୋଭାଯାତ୍ରା କରାଯାଇଥିଲା । ପରେ ଅତିଥିଗଣଙ୍କ କରକମଳରୁ ବୃକ୍ଷରୋପଣ କରି ଆନୁଷ୍ଠାନିକ ଭାବରେ ବୃକ୍ଷବନ୍ଧୁ କାର‌୍ୟ୍ୟକ୍ରମର ଶୁଭାରମ୍ଭ  କରାଯାଇଥିଲା । ଗ୍ରାମବାସୀ ଓ ଛାତ୍ରଛାତ୍ରୀ ପାଞ୍ଚ ଶହରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରିଥିଲେ । ଆଗାମୀ ପାଞ୍ଚ ବର୍ଷରେ ମଧ୍ୟରେ ସଇଁନ୍ତଲା ବ୍ଲକରେ ବିଭିନ୍ନ ଅନୁଷ୍ଠାନ, ସ୍ୱେଚ୍ଛାସେବୀ ମାନଙ୍କର ସହାୟତାରେ ପଚାଶ ହଜାର ବୃକ୍ଷରୋପଣ କରିବା ସହିତ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ନାଟକ, ଶୋଭାଯାତ୍ରା, ଲିଫଲେଟ୍ ବଣ୍ଟନ, ମଞ୍ଜି ସଂଗଗ୍ରହ ଓ ବୃକ୍ଷର ସୁରକ୍ଷା ତଥା ଚାରା ବଣ୍ଟନ କରାଯିବା ପାଇଁ ସ୍ଥିର କରାଯାଇଛି । କାର‌୍ୟ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଳ ତଥା ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ, ଗ୍ରାମବାସୀ କପିଳ ରଣା, ଟିଟୁ ଭୋଇ, ବିଘ୍ନ ରଣା, ମହେନ୍ଦ୍ର ରଣା, ଆକାଶ ରଣା ପ୍ରମଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ବରିଷ୍ଠ ଶିକ୍ଷକ ବିଶ୍ୱନାଥ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like