-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ପଞ୍ଜାବ ନେସନାଲ୍ ବ୍ୟାଙ୍କ୍ କର୍ମଚାରୀ ନିଖୋଜ, ଅଙ୍ଗ ନଦୀ ପୋଲ ଉପରେ ପଡ଼ିଛି ବାଇକ୍ ଓ ଚପଲ

11-Aug-2022



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଚେରୁପାଲି ଅଙ୍ଗନଦୀ ପୋଲରେ ଏକ ଦୁଃଖଦାୟକ ଅଘଟଣ ଘଟିଛି l ସୂଚନାରୁ ପ୍ରକାଶ ଯେ ବରଗଡ଼ ଜିଲ୍ଲା ବରପାଲି ପଞ୍ଜାପ ନ୍ୟାସନାଲ ବ୍ୟlଙ୍କରେ ଅଗ୍ରିକଲଚର

ମ୍ୟlନେଜର ଭାବେ କାର୍ଯ୍ୟ କରନ୍ତି ଦିବ୍ୟରଞ୍ଜନ ମିଶ୍ର l ହେଲେ ଗତ ବୁଧବାର ସଂଧ୍ୟାରେ ବ୍ୟାଙ୍କରୁ ବାହାରିବା ସମୟରେ ପରିବାର ଲୋକଙ୍କ ସହ ଫୋନରେ କଥାବାର୍ତା ହୋଇଥିଲେ  l ଏହାପରେ ସଂଧ୍ୟା 07ଟା ସମୟରେ ତାଙ୍କର ଫୋନ ଆଉ ଲାଗିନଥିଲା ତେବେ ବରପାଲି ରାସ୍ତା ଦେଇ ଆସୁଥିବା ଚେରୁପାଲୀ ଅଙ୍ଗନଦୀ ପୋଲ ଉପରେ ବାଇକ ଏବଂ ଚପଲ ପଡ଼ିଥିବା କିଛି ଲୋକ ଦେଖିବାକୁ ପାଇଵା ପରେ ପୋଲିସକୁ

ସୂଚନା ଦେଲେ l ବିଦ୍ୟରଞ୍ଜନ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ଏହି ନିଛାଟିଆ ଜାଗାରୁ ଅପହରଣ କରାଯାଇଛି ତାହା ପ୍ରଶ୍ନବାଚୀ l ଘଟଣା ବିଷୟରେ ସୂଚନା ପାଇ ଲୋଇସିଂହା ପୋଲିସର ଏକ ଟିମ ଘଟଣାସ୍ଥଳକୁ ଯାଇଁ ତଦନ୍ତ ଚଳାଇଛନ୍ତି l ହେଲେ 24 ଘଣ୍ଟା ବିତିଗଲାଣି ଏପର୍ଯ୍ୟନ୍ତ  ତାଙ୍କର କୌଣସି ପତା ମିଳିନାହିଁ l ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାରେ ପହଞ୍ଚି ଖୋଜା ଖୋଜି ଜାରି ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like