-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ସ୍ୱଭାବ କବି ଜୟନ୍ତୀ ପାଳିତ, ‘କବିଙ୍କ ଲେଖନୀରେ ସୁବର୍ଣ୍ଣପୁରର ରହିଛି ସ୍ୱତନ୍ତ୍ର ସ୍ଥାନ’

12-Aug-2022



ସୁବର୍ଣ୍ଣପୁର,  - ଶ୍ରାବଣ ପୂର୍ଣ୍ଣିମା ଅବସରରେ ଜିଲ୍ଲା ସଂସ୍କୃତି ଭବନଠାରେ ମହାନଦୀ ସାହିତ୍ୟ ସଂସଦ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ସ୍ୱଭାବ କରି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ସଂସ୍କୃତି ଗବେଷକ ମେହେର ସାହିତ୍ୟର ପ୍ରଗଳ୍ଭ ବକ୍ତା ଡାକ୍ତର କୃଷ୍ଣ କେଶବ ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କବିଙ୍କ ବିଭିନ୍ନ କାବ୍ୟ ଉପରେ ସାର ଗର୍ଭକ ଆଲୋଚନା କରିଥିଲେ । ସୁବର୍ଣ୍ଣପୁରର ଇଷ୍ଟଦେବୀ ମା ସୁରେଶ୍ୱରୀ, ପ୍ରଭୁ ସୁବର୍ଣ୍ଣମେରୁ, ଲଙ୍କେଶ୍ୱରୀ ଗଣ୍ଡ, ପାପକ୍ଷୟ ଘାଟ, ବିନିକାର ଲୁଗା ତଥା ମହାନଦୀ ଆଦିକୁ ଅତି ସୁନ୍ଦର ଢଙ୍ଗରେ ନିଜ କାବ୍ୟରେ ଚିତ୍ରଣ କରିଛନ୍ତି ସ୍ୱଭାବ କବି ଗଙ୍ଗାଧର ମେହେର । ସେ ଥିଲେ ପ୍ରକୃତିର ଉପାସକ । ପ୍ରକୃତିର ପ୍ରତ୍ୟେକ ଦୃଶ୍ୟରାଜିକୁ ଅତି ତିଖ୍‌ଣ ନଜରରେ ଦେଖି ନିଖୁଣ ଭାବେ ବର୍ଣ୍ଣନା କରିବାରେ ସେ ସିଦ୍ଧହସ୍ତ ଥିଲେ ବୋଲି ଡାକ୍ତର କୃଷ୍ଣ କେଶବ ଷଡଙ୍ଗୀ କହିଛନ୍ତି । ବିଭିନ୍ନ ଗ୍ରନ୍ଥରାଜିରେ କିଭଳି ସୁବର୍ଣ୍ଣପୁର ମାଟିକୁ କବି ଗଙ୍ଗାଧର ଏକ ସ୍ୱତନ୍ତ୍ର ସ୍ଥାନ ଦେଇଥିଲେ ତାର ଅବତାରଣା କରି କବିଙ୍କ ବିଭିନ୍ନ ଲେଖନୀର ଉଦାହରଣ ଦେଇ ଦୀର୍ଘ ଏକ ଘଣ୍ଟା ଯାଏଁ ସେ ଅଭିଭାଷଣ ରଖିଥିଲେ । ନିଜର ବକ୍ତବ୍ୟ ମାଧ୍ୟମରେ ହଜାର ହଜାର ଲୋକଙ୍କୁ ବହୁ ସମୟ ଯାଏଁ ସେ ବାନ୍ଧି ରଖି ପାରିଥିଲେ ।  ଏହି ସମାରୋହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।  ମହାନଦୀ ସାହିତ୍ୟ ସଂସଦର ସଭାପତି ଶ୍ୟାମାଓଁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ସଭାରେ ସଂପାଦକ ଡଃ ସୌରଭ ରଞ୍ଜନ ଖମାରୀ ସଂଯୋଜନା କରିଥିବା ବେଳେ

ଉପସଭାପତି ଡଃ ପୁରୁଷୋତ୍ତମ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସହସଂପାଦକ ଲଖ୍ମୀନାରାୟଣ ସାହୁ ଧନ୍ୟବାଦ ଦେଇଥିଲେ ।  ପ୍ରଭୂଦତ୍ତ ରଥ, ବେଣୁଧର ପ୍ରଧାନ, ଧରଣୀଧର ମିଶ୍ର, ବିଘ୍ନରାଜ ପଣ୍ଡା, ମନୋଜ ବାରିକ, ବନମାଳି ପଣ୍ଡା, ବ୍ରତାନନ୍ଦ ଭୋଇ, ଦେବଦତ୍ତ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଆର୍ତ୍ତତ୍ରାଣ ବାବୁ, ଡଃ ସନ୍ତୋଷ ପାଢୀ, ସୀତାଂଶୁ ଶେଖର ମିଶ୍ର, ଡଃ ଦେବାଶିଷ ପାଣ୍ଡିଆ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like