-+91-9937148622 |
prerana_bgr@rediffmail.com |
Thursday 15th October 2026 |
R.N.I. Regd No. ODIODI/2010/46693
Breaking News
12-Aug-2022
ବୌଦ୍ଧ(ପ୍ରେରଣା ଖବର) : ବୌଦ୍ଧରେ ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ବୁଧବାର ଦିନ ପ୍ରହଲ୍ଲାଦ ସହାୟ ମୀନା କାର୍ଯ୍ୟରେ ଯୋଗଦାନ କରିଛନ୍ତି । ବୌଦ୍ଧର ପୂର୍ବତନ ଆରକ୍ଷୀ ଅଧିକ୍ଷକ ଜ୍ଞାନରଂଜନ ମହାନ୍ତି ଗତ ୩୧ ତାରିଖରେ କାର୍ଯ୍ୟରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡିଥିଲା । କାର୍ଯ୍ୟରେ ଯୋଗଦାନ ପୂର୍ବରୁ ଶ୍ରୀ ମୀନା ରାଜ୍ୟ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଥିଲେ ।