-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ସ୍ବାଧିନତାର ୭୫ ବର୍ଷ ପରେଵି ମୈ।ଳିକ ସୁବିଧାରୁ ବଂଚିତ ଅତିଥିପଡା ବାସିନ୍ଦା

12-Aug-2022



ପାଟଣାଗଡ(ସଚ୍ଚିଦାନନ୍ଦମହାକୁର) ପାଟଣାଗଡ଼ ବ୍ଲକ ଅଧିନସ୍ଥ ବର୍ଥଲା ପଞ୍ଚାୟତ ପାଟଣାଗଡ଼ରୁ ହରିଶଙ୍କର ଯିବା ରାସ୍ତାରେ ପଢୁଥିବା ଅତିଥିପଡ଼ା ସ୍ୱାଧୀନତାର ୭୫ ବର୍ଷ ବିତିବାକୁ ଯାଉଥିବା ବେଳେ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ବାରମ୍ବାର ବ୍ଲକ ପ୍ରଶାସନକୁ ପଡ଼ା ବାସିନ୍ଦା ଅଭିଯୋଗ କରି ଆସୁଥିଲେ ହେ କେବଳ ଖାଳି ପ୍ରତିଶୃତି ଦେଇ ଚାଲିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟାଳୟଠାରୁ ପ୍ରାୟ ଅଢେଇ କିମି ଓ ପାଟଣାଗଡ଼ ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୨ କିମି ଦୂରରେ ଥିବା ଅତିଥିପଡ଼ାରେ ୩୨ଟି ପରିବାର ବର୍ଥଲା ଗାଁର ଲଚ୍ଛିନ୍ଦ୍ର ବନ୍ଦ ହିଡ ପାଖରେ ଚାଳଛପର କରି ପ୍ରାୟ ୨୦ବର୍ଷରୁ ଅଧିକ ଦିନ ଧରି ରହି ଆସୁଥିଲେ । ସମସ୍ତ ୩୨ଟି ପରିବାର ଭୂମିହୀନ ଥିବାରୁ ସେମାନଙ୍କୁ ସରକାରଙ୍କ ତରଫରୁ ବର୍ଥଲା ଗାଁର ଅନତି ଦୂରରେ ଥିବା ସରକାରୀ ଜମିରେ ପ୍ରାୟ ୨ରୁ ଅଢେଇ ଡିସିମିଲ ଜମି ପ୍ରଦାନ କରାଯାଇଛି । କିଛି ମାସ ତଳେ ୩୨ଟି କୋଠା ନିର୍ମାଣ କରାଯାଇ ଥଇଥାନ କରାଯାଇଥିଲା । ଏବେ ସେହି ସ୍ଥାନକୁ ଅତିଥିପଡ଼ା ନାମରେ ସମସ୍ତେ ଜାଣନ୍ତି । ଏଠାକୁ ଯିବା ପାଇଁ କିନ୍ତୁ ରାସ୍ତା ନାହିଁ । ଏଥିସହ ବିଦ୍ୟୁତ ମଧ୍ୟ ସଂଯୋଗ ହୋଇନାହିଁ । କାହାର ସ୍ୱାସ୍ଥ୍ୟବସ୍ଥା ବିଗିଡିଲେ କଥା ସରିଲା । ମୁଖ୍ୟ ରାସ୍ତାକୁ ରୋଗୀକୁ ଆଣିବା ପାଇଁ ନାକେଦମ ହେବାକୁ ପଡିଥାଏ । ଅତିଥିପଡାରେ କେତେଜଣ ଛାତ୍ରଛାତ୍ରୀ ସ୍କୁଲ ଯିବା ଆସିବାରେ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ବିଦ୍ୟୁତ ସାଙ୍ଗକୁ ରାସ୍ତା ନଥିବାରୁ ତାଙ୍କ ପାଠପଢାରେ ମଧ୍ୟ ଘୋର ଅସୁବିଧାର ସମ୍ମୁଖୀନ ହେଉଥାନ୍ତି । ବର୍ଷା ଦିନେ ତ ପଡ଼ା ବାସିନ୍ଦାଙ୍କ ପାଇଁ ଦୁଃଖ ଆହୁରି ଭିଡ଼ ନିତ୍ୟାବଶ୍ୟକ ଖାଉଟି ଦ୍ରବ୍ୟ ବର୍ଥଲା ଗାଁକୁ ମଧ୍ୟ କିଣି ଯାଇ ପାରୁନଥିବାରୁ ବହୁ କଷ୍ଟରେ ଚଳିଥାନ୍ତି ବୋଲି ଅଭିଯୋଗ କରିଛନ୍ତି । ଏସବୁ ସମସ୍ୟା ନେଇ ଏମାନେ ଯାହାକୁ ବି ଅଭିଯୋଗ କଲେ ସବୁ କାମ ହୋଇଯିବ କେବଳ ପ୍ରତିଶୃତି ମିଳେ ବୋଲି ପଡ଼ା ବାସିନ୍ଦା କହିଛନ୍ତି । ଏସବୁ ସମସ୍ୟା ଭିତରେ ଜୀବନଯାପନ କରୁଥିବା ବେଳେ ନିଜ ଭାଗ୍ୟକୁ ଆଦର ରହୁଥୁବା ସହ ଦୀପତଳେ ଅନ୍ଧାର ପାଇଁ ନିଜେ ହିଁ ଦୀପ ଦାୟୀ ବୋଲି ଅତିଥିପଡା ବାସିନ୍ଦା କହିଛନ୍ତି । ଏଥିପ୍ରତି ଜିଲ୍ଲାପାଳ ସ୍ୱତନ୍ତ୍ର ଦୃଷ୍ଟିଦେବାକୁ ଅତିଥିପଡ଼ା ବାସିନ୍ଦା ଗୁହାରୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like