-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଥାନାରେ ରାକ୍ଷିଵାନ୍ଧିଳେ ନାଇସ କିଟ ଇଣ୍ଟରନେସେନାଳ ସ୍କୁଲର କୁନିକୁନି ଛାତ୍ରଛାତ୍ରୀ

12-Aug-2022



ପାଟଣାଗଡ଼(ସଚ୍ଚିଦାନନ୍ଦମହାକୁର) : ଆଜି ସକାଳ ୧୦ଟା ସମୟରେ ନାଇସ କିଡସ୍‌ ଇଣ୍ଟର୍‌ନ୍ୟାସନାଲ୍‌ ସ୍କୁଲର କୁନିକୁନି ଛାତ୍ରଛାତ୍ରୀମାନେ ପାଟଣାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ । ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତାଙ୍କୁ ଛାତ୍ରୀମାନେ ରାକ୍ଷୀ ବାନ୍ଧିଥିଲେ । ଶ୍ରୀ ଭୁକ୍ତା ଛାତ୍ରଛାତ୍ରୀମାନଙ୍କୁ ଆର୍ଶୀବାଦ ଦେବା ସହ ଚକୋଲେଟ ବଣ୍ଟନ କରିଥିଲେ ‌। ପରେ ପାଟଣାଗଡ଼ ଥାନାର ଏସ୍‌ଆଇ ବ୍ରଜକିଶୋର ପଣ୍ଡା, ଏସ ଆଇ ସୁଦର୍ଶନ ଦୋରାଙ୍କ ସହ ଅନ୍ୟ ପୋଲିସ କର୍ମଚାରୀମାନଙ୍କୁ ଛାତ୍ରୀମାନେ ରାକ୍ଷୀ ବାନ୍ଧିଥିଲେ । ଜନସାଧାରଣଙ୍କ ସୁରକ୍ଷାରେ ପୋଲିସ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତେଣୁ ଏହି ଅବସରରେ ପ୍ରତ୍ୟେକ ନିଜ ଭାଇମାନଙ୍କ ହାତରେ ଭଉଣୀ ରାକ୍ଷୀ ବାନ୍ଧି ତାଙ୍କ ରକ୍ଷା କରିବାକୁ ଭାଇଙ୍କଠାରୁ ଯେପରି ସୁରକ୍ଷାର ପ୍ରତିଶୃତି ପାଇଥାଏ ଠିକ୍ ସେହିପରି ପୋଲିସ ଅଧିକାରୀ ସହ ସମ୍ପର୍କ ଅତି ସୁଦୃଢ ଓ ବଳିଷ୍ଠ କରିବା ସହ ତାଙ୍କ ସୁରକ୍ଷା ଭିକ୍ଷା କରିଥିଲେ କୁନିକୁନି ଛାତ୍ରଛାତ୍ରୀ । କୁନିକୁନି ଛାତ୍ରୀମାନେ ବନ୍ଦାପନା ସହ ମିଠା ଖୁଆଇ ରାକ୍ଷୀ ବାନ୍ଧିଥିଲେ । ଏହି ରାକ୍ଷୀ ବନ୍ଧନ କାର୍ଯ୍ୟକ୍ରମରେ ସ୍କୁଲର ପ୍ରିନ୍ସପାଲ ଜ୍ୟୋର୍ତିମୟୀ ପାଣିଗ୍ରାହୀ, ଶିକ୍ଷୟିତ୍ରୀ ପୂଜା ଦରୁଆନ, ସାଗରିକାଦୀପ ଯାଦବ, ଜୁଲୁ ସାହୁଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like