-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ସୋନପୁର ସହରର ପ୍ରମୁଖ ଛକ ବ୍ଲକ ଛକ ଠାରେ ଟ୍ରାଫିକ ସିଗ୍ନାଲ ଲାଇଟ ର ଶୁଭ ଉଦଘାଟନ

13-Aug-2022



ସୁବର୍ଣ୍ଣପୁର,ଜିଲ୍ଲା ତଥା ସହରରେ ଦିନକୁ ଦିନ ଜନ ବସତି ବଢିବା ସାଙ୍ଗକୁ ମୋଟର ଯାନ ଚଳାଚଳରେ ମଧ୍ୟ ବୃଦ୍ଧି ଘଟୁଛି l  ଜନ ସାଧାରଣ ଙ୍କ ବେପରୁଆ ଓ ଅବ୍ୟବସ୍ଥିତ ଗାଡିଚାଳନା ହେତୁ ଛୋଟ ବଡ ଦୁର୍ଘଟଣା ଘଟି ଅନେକ ଧନ ଜୀବନ କ୍ଷୟ କ୍ଷତି ହେଉଛି l ସାମ୍ପ୍ରତିକ ସ୍ଥିତିରେ ସେ ସବୁକୁ ହୃଦୟଙ୍ଗମ କରି ଜିଲ୍ଲା ପ୍ରଶାସନ ତଥା ପୋଲିସ ପ୍ରଶାସନ ତରଫରୁ ସହର ର ପ୍ରମୁଖ ଛକ ବ୍ଲକ ଛକ ଠାରେ ବ୍ୟବସ୍ଥାପିତ ଟ୍ରାଫିକ ସିଗ୍ନାଲ ଲାଇଟ ବ୍ୟବସ୍ଥା ର ଶୁଭଉଦଘାଟନ କରିଛନ୍ତି ମାନ୍ୟବର ମନ୍ତ୍ରୀ ଓଡିଶା ଅର୍ଥ ଓ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଓ ବଲାଙ୍ଗୀର ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓ, l ଏହି ବ୍ୟବସ୍ଥା ର ସୁପରିଚାଳନା ଫଳରେ ଟ୍ରାଫିକ ବ୍ୟବସ୍ଥା ସୁବ୍ୟବସ୍ଥିତ ହେବା ସହ ଜନସାଧାରଣ ଙ୍କ ଧନ ଜୀବନ ର ସୁରକ୍ଷା କରାଯାଇପାରିବ ବୋଲି ଉଦଘାଟନ ଅବସରରେ ଅତିଥି ବୃନ୍ଦ ମତବ୍ୟକ୍ତ କରିଛନ୍ତି l ଆଜି ସନ୍ଧ୍ୟା ରେ ଉଦଘାଟିତ ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ, ଆରକ୍ଷୀ ଅଧିକ୍ଷକ, ଶ୍ରୀଯୁକ୍ତ ଅମରେଶ ପଣ୍ଡା, ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଇଂ ଦାମୋଦର କୈବର୍ତ୍ତ, ଆଞ୍ଚଳିକ ପରିବହନ ଅଧିକାରୀ ରବୀନ ପଟ୍ଟନାୟକ ପ୍ରମୁଖ ଙ୍କ ସହ ସହରର ବହୁ ମାନ୍ୟଗଣ୍ୟ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ସୋନପୁର ପୌରପାଳିକା ର ଜନପ୍ରତିନିଧି  ତଥା ବିଭିନ୍ନ ବିଭାଗର ସମ୍ପୃକ୍ତ ଅଧିକାରୀ, କର୍ମଚାରୀ ପ୍ରଭୁତି ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like