-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||     

HOME   ଦେଶ ବିଦେଶ

କ’ଣ ଏବେ ବି ପିଏମ୍‌ ମୋଦି ଆୟୋଜନ କରିବେ ‘ନମସ୍ତେ ଟ୍ରମ୍ପ’? ପଚାରିଲେ- ପି.ଚିଦାମ୍ବରମ

01-Oct-2020



ନୂଆଦିଲ୍ଲୀ ୦୧/୧୦: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି.ଚିଦାମ୍ବରମ ଆଜି ଏକ ଟ୍ବିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। କଂଗ୍ରେସ ନେତା ଚିଦାମ୍ବରମ ଟ୍ବିଟ୍‌ରେ ପଚାରିଛନ୍ତି କ’ଣ ପିଏମ ମୋଦି ବନ୍ଧୁଙ୍କ ସମ୍ମାନରେ ‘ନମସ୍ତେ ଟ୍ରମ୍ପ’ ରାଲି ଆଉ ଥରେ ଆୟୋଜନ କରିବେ। ଆମେରିକା ଭାରତ କରୋନା ଭାଇରସ ମୃତକଙ୍କ ତଥ୍ୟ ଲୁଚାଇଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବୟାନରେ ଚିଦାମ୍ବରମ ଏହି ଟ୍ବିଟ୍ କରିଛନ୍ତି। ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ନିର୍ବାଚନ ବିତର୍କରେ ଭାରତ, ଚୀନ ଓ ଋଷ ଉପରେ କରୋନା ଭାଇରସ ମୃତକଙ୍କ ତଥ୍ୟ ଲୁଚାଇ ଥିବା ଆରୋପ ଲଗାଇ ଥିଲେ।
   କଂଗ୍ରେସ ନେତା ପି.ଚିଦାମ୍ବରମ ଡୋନାଲ୍ଡ ଟ୍ରମ୍ପଙ୍କ ବୟାନକୁ ନେଇ ଏବେ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ ଟ୍ବିଟରେ ଲେଖିଛନ୍ତି, ‘‘ଡୋନାଲ୍ଡ ଟ୍ରମ୍ପ ଚୀନ, ଋଷ ଓ ଭାରତକୁ କ୍ଲବ କଲେ ଓ ତିନି ଦେଶ ଉପରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ଲୁଚାଇବାର ଆରୋପ ଲଗାଇଲେ। ସେ ତିନି ଦେଶରେ ସବୁଠୁ ଅଧିକ ବାୟୁ ପ୍ରଦୂଷଣ ଆରୋପ ମଧ୍ୟ ଲଗାଇଲେ। କ’ଣ ଏବେ ପିଏମ ମୋଦି ନିଜ ପ୍ରିୟ ମିତ୍ରଙ୍କ ସମ୍ମାନରେ ‘ନମସ୍ତେ ଟ୍ରମ୍ପ’ର ଆଉ ରାଲି କରିବେ?’
     ସୂଚନାଯୋଗ୍ୟ ବର୍ଷ ପ୍ରାରମ୍ଭରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗ୍ରସ୍ତ କରିଥିଲେ। ଏହି ଅବସରରେ ପିଏମ ମୋଦି ଟ୍ରମ୍ପଙ୍କ ସ୍ବାଗତ ପାଇଁ ଫେୃଆରୀ ୨୪ରେ ଅହମଦାବାଦରେ ‘ନମସ୍ତେ ଟ୍ରମ୍ପ’ ନାଁରେ ରାଲି ଆୟୋଜନ କରିଥିଲେ। ଏହି ସମୟରେ ହୋଇଥିବା ଖର୍ଚକୁ ନେଇ ମଧ୍ୟ ବିରୋଧୀ ମୋଦି ସରକାରଙ୍କ ଉପରେ ବର୍ଷିଥିଲେ। ସେହି ସମୟରେ ଦେଶ ସିଏଏକୁ ବିରୋଧ ଓ ଦିଲ୍ଲୀ ହିଂସା ଘଟଣାର ସାମ୍ନାକୁ କରୁଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026

You Might Also Like