-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର, : ୭୫ତମ ସ୍ୱାଧୀନତା ଦିବସ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

13-Aug-2022



ପଦ୍ମପୁର, : ୭୫ତମ ଭାରତର ସ୍ୱାଧୀନତା ଦିବସ ଉପଲେକ୍ଷ ଆଜି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇକମାଲ ସରପଞ୍ଚ ଶ୍ରୀମତୀ ତୁଲାବତୀ ତାଣ୍ଡିଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାନୁଷ୍ଠାନ ତଥା ସମସ୍ତ ସ୍କୁଲ କଲେଜର ଛାତ୍ରଛାତ୍ରୀ, ସାମ୍ବାଦିକ ଗଣ, ପାଇକମାଲ ଜନସାଧାରଣ ଶତାଧିକ ଶୋଭାଯାତ୍ରାରେ ସାମିଲ ହୋଇ ଉପଭୋଗ କରିଥିଲେ । ଶୋଭାଯାତ୍ରାଟି ହାଇସ୍କୁଲ ପଡିଆଠାରୁ ଆରମ୍ଭ ହୋଇ ପାଇକମାଲ ମୁଖ୍ୟ ଛକ ପର୍ଯ୍ୟନ୍ତ ଆସି ସେଠାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ସମାପ୍ତ ହୋଇଥିଲା । ପାଇକମାଲ ମୁଖ୍ୟ ଛକଠାରେ ଭବ୍ୟ ତ୍ରିରଙ୍ଗା ସଭା ଅନୁଷ୍ଠିିତ ହୋଇଥିଲା । ଏହି ସଭାରେ ସରୋଜ କୁମାର ସାମଲଙ୍କ ତତ୍ତ୍ବାବଧାନରେ ପାଇକମାଲ ସିଆରପିଏଫ କମାଣ୍ତର ମୋହନ କୁମାର ପ୍ରଧାନ ଜାତୀୟ ସଙ୍ଗୀତ ଗାନ କରି ସ୍ୱାଗତ ଭାଷଣ ଦେଇଥିଲେ । ମୁଖ୍ୟବକ୍ତା ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ଭାରତକୁ ସ୍ୱାଧୀନ ଆଣିଥିବା ମହାନ ବିଶିଷ୍ଟ ନେତାମାନଙ୍କର ବଳିଦାନ ପ୍ରତି ସ୍ମରଣ କରି ଭାରତର ସ୍ୱାଧୀନତା ବିଷୟରେ ଆଲୋକପାତ କରି ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ତ୍ରିରଙ୍ଗା ପରିକ୍ରମା ପଦଯାତ୍ରାରେ ୧୦୦ ମିଟର ପତାକା ଆକର୍ଷଣୀୟ ହୋଇଥିଲା । ଶେଷରେ

ପାଇକମାଲ ସରପଞ୍ଚ ଶ୍ରୀମତୀ ତୁଲାବତୀ ତାଣ୍ଡି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ । ଏହି ଭବ୍ୟ ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୋବର୍ଦ୍ଧନ ଅଗ୍ରୱାଲ, ସତ୍ୟନାରାୟଣ ବେହେରା, ଯୋଗେନ୍ଦ୍ର ଭୋଇ, ଦିଲ୍ଲୀପ ଅଗ୍ରୱାଲ, ମୁକେଶ ଅଗ୍ରୱାଲ, ଜିଲ୍ଲା ପରିଷଦ ସଦସ୍ୟ ସୁରେନ୍ଦ୍ର ପ୍ରତାପ ସିଂହ ବରିହା, ସମିତି ସଭ୍ୟା ଶ୍ରୀମତୀ ନିରୁପମା ନାଗ, ଧନସିଂ ତାଣ୍ତି, ପ୍ରେମସାଗର ଫୌଜଦାର, ରାଜ କିଶୋର ସାହୁ, ରାଜ କୁମାର ତ୍ରିବେଦୀ, କୌଲାସ ଦିଶ୍ରୀ, ଯୁଗଳ ମେହେର, ଡା. ବୁଲୁ ବାରିକ, ସୁଶାନ୍ତ ନାଗ, ଇନ୍ଦ୍ରଜିତ ଭୋଇ, ହରେକୃଷ୍ଣ ସୁନା, ରାଜେନ୍ଦ୍ର ସେଠ, ଶୁକଦେବ ପ୍ରଧାନ, ରାଜେଶ ଅଗ୍ରୱାଲ, ପୁରୁଷୋତ୍ତମ ନାଏକ, ପିତବାସ ସାହୁ ପ୍ରମୁଖ ସହଯୋଗ କରିଥିଲେ ।
(ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like