-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ବାରିକେଲ ପଦ୍ମପୁର ସଂସ୍କୃତ ମହାବିଦ୍ୟାଳୟରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Aug-2022



ପଦ୍ମପୁର / ଆନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବରିକେଳ ସ୍ଥିତ ଲାଳାଜୀ ଗୋପାଳଜୀ ସଂସ୍କୃତ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ  ବନ ମହୋତ୍ସବ ପାଳନ ଅବସରରେ  ଚାରା  ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ହରେକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି  ପ୍ରକୃତି ବଂଧୁ ମୀନକେତନ ସାହୁ ,ମୂଖ୍ୟ ବକ୍ତା ଅବସରପ୍ରାପ୍ତ ପ୍ରାଧ୍ୟାପକ ମେଜର ଚିତ୍ତରଞ୍ଜନ ଦାଶ, ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଭାଗିରଥି ପଣ୍ଡା ଉପସ୍ଥିତ ରହି ଚାରା ରୋପଣର ଉପାଦେୟତା, ସୁସ୍ଥ ପରିବେଶ ପାଇଁ ବୃକ୍ଷର ଆବଶ୍ୟକତା ଉଦ୍ବୋଧନ ଦେଇଥିଲେ। ଅଧ୍ୟାପକ ସୀତାରାମ ସାହୁ, ରମେଶ ଚନ୍ଦ୍ର ପୂଜାହାରୀ, ଡା ବନମାଳୀ ଚୌହାନ, ଅଜଯ କୁମାର ସାହୁ, ଅଧ୍ୟାପିକା ମନ୍ଦାକିନୀ ପାଢୀ,ସଂହିତା ବେହେରା, ବିଭୁତି ଗିରୀ ବୃକ୍ଷ ବଂଚିଲେ ଜୀବ ବଂଚିବ ତଥ୍ୟକୁ ଆଲୋକପାତ କରି  ଛାତ୍ର ଛାତ୍ରୀ ଜୀବନରେ ଅନ୍ୟୁନ ଗୋଟିଏ ବୃକ୍ଷ ସୃଷ୍ଟି କରିବା ଏକାନ୍ତ ଆବଶ୍ୟକ ବୋଲି ଅଭିହିତ କରି ଥିଲେ। ପରିଶେଷରେ ମହାବିଦ୍ୟାଳୟ ପରିସରରେ ବଉଳ, ଅଁଳା ଚାରା ରୋପଣ

କରାଯାଇଥିଲା। ମହାବିଦ୍ୟାଳୟ କର୍ମଚାରୀ ଅଭଯ କୁମାର ମହାନ୍ତି  ଫକୀର ମୋହନ ସାହା, ସୁକାନ୍ତି ସାହୁ ପ୍ରତ୍ୟେକ ଛାତ୍ର ଛାତ୍ରୀ ମାନଙ୍କୁ ଅଁଳା ଚାରା ପ୍ରଦାନ କରି ସବୁଜ ବଳଯ ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ। ଛାତ୍ର ଛାତ୍ରୀ ମାନେ ବନୀକରଣ ,ଗୋଟିଏ ବୃକ୍ଷ ଗୋଟିଏ ଜୀବନ, ସବୁଜ ଧାରଣା ସବୁଜ କ୍ଷେତ ହସୁ ପରିବେଶ ଆମରି ମତ ଆଦି ସ୍ଳୋଗାନ ଦେଇ ଜନ ଜାଗରଣ ସୃଷ୍ଟି କରି ଥିଲେ।
(ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ) କରାଯାଇଥିଲା। ମହାବିଦ୍ୟାଳୟ କର୍ମଚାରୀ ଅଭଯ କୁମାର ମହାନ୍ତି  ଫକୀର ମୋହନ ସାହା, ସୁକାନ୍ତି ସାହୁ ପ୍ରତ୍ୟେକ ଛାତ୍ର ଛାତ୍ରୀ ମାନଙ୍କୁ ଅଁଳା ଚାରା ପ୍ରଦାନ କରି ସବୁଜ ବଳଯ ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ। ଛାତ୍ର ଛାତ୍ରୀ ମାନେ ବନୀକରଣ ,ଗୋଟିଏ ବୃକ୍ଷ ଗୋଟିଏ ଜୀବନ, ସବୁଜ ଧାରଣା ସବୁଜ କ୍ଷେତ ହସୁ ପରିବେଶ ଆମରି ମତ ଆଦି ସ୍ଳୋଗାନ ଦେଇ ଜନ ଜାଗରଣ ସୃଷ୍ଟି କରି ଥିଲେ।

(ପଦ୍ମପୁର ରୁ ନରହରି ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like