-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

13-Aug-2022



ପଦ୍ମପୁର (ନରହରି ବଗର୍ତ୍ତୀ) / ଗଙ୍ଗାଧର ସାହିତ୍ୟ ସଂସଦ ଗାଇସିଲେଟ ଆନୁକୂଲ୍ୟରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ହୋଇଯାଇଅଛି । ଆଜି ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଦିନ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଗାଇସିଲେଟଠାରେ ସଂସଦର ସଭାପତି ଶ୍ରୀଯୁକ୍ତ ଦିବାକର ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାରସ୍ବତ ସମାରୋହରେ ସୋହେଲା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ଯୁକ୍ତ ଟେକଚାନ୍ଦ ଦୁଆନ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ଏବଂ ପ୍ରଖ୍ୟାତ ଲେଖକ, ଗବେଷକ, ବାଗ୍ମୀ ପ୍ରବଚକ ଡାକ୍ତର କୃଷ୍ଣ କେଶବ ଷଡ଼ଙ୍ଗୀ ମୁଖ୍ୟ ବକ୍ତା ଓ ବରଗଡ଼ ମହିଳା ମହାବିଦ୍ୟାଳୟର ପ୍ରଧ୍ୟାପିକା ଡଃ ସଙ୍ଘମିତ୍ରା ମିଶ୍ର ସମ୍ମାନୀତ ବକ୍ତା ଭାବରେ ଯୋଗଦାନ କରିଥିଲେ । ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ଛାତ୍ରୀମାନେ ଗଙ୍ଗାଧର ସଙ୍ଗୀତ ଗାନ କରିଥିଲେ ଓ ଶ୍ରୀ ଯୁକ୍ତ ମୋହନ ରଣା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ସଂସଦର ସମ୍ପାଦକ ଶ୍ରୀ ଯୁକ୍ତ ରୁକ୍ମଣ ଦିଶ୍ରୀ ବୀବରଣୀ ପଠନ କରିଥିଲେ । ଏହି ସମାରୋହରେ ସ୍ୱଭାବ କବିଙ୍କ କାବ୍ୟ କବିତାରେ ନାରୀ ଚରିତ୍ର ଓ ପୁରୁଷ ଚରିତ୍ର ବିଷୟରେ ବକ୍ତା ମାନଙ୍କର ବକ୍ତବ୍ୟ ସମସ୍ତ ଶ୍ରୋତାଙ୍କୁ ବିମୋହିତ କରିଥିଲା । ଗଙ୍ଗାଧର ସାହିତ୍ୟରେ ରାମଚନ୍ଦ୍ରଙ୍କୁ ରଘୁବୀର କୁହାଯାଇଥିବା ପ୍ରସଙ୍ଗକୁ ମୁଖ୍ୟ ବକ୍ତା ଡାକ୍ତର ଷଡଙ୍ଗୀ ଆଲୋଚନା କରି ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି କରିଥିଲେ । ଏହି ଜୟନ୍ତୀ ସମାରୋହରେ ତିନି ଜଣ କୃତି ଶିକ୍ଷାର୍ଥୀ ସ୍ମୃତିରେଖା ସାହୁ , ଅଙ୍କିତା ସାହୁ ଓ ତସ୍ଳିମା ବରିହାଙ୍କୁ ଯାଜ୍ଞସେନୀ ଦୁର୍ଗାପ୍ରସାଦ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ନଅଜଣ ଛାତ୍ର ଛାତ୍ରୀଙ୍କୁ ଟ୍ରଫି ଓ ପ୍ରସଂଶା ପତ୍ର ଦିଆଯାଇଥିଲା । ଏହି ସାରସ୍ବତ ଉତ୍ସବକୁ ଶ୍ରୀ ନବୀନ ଚନ୍ଦ୍ର ବରିହା ସଂଚାଳନ କରିଥିଲେ ଓ ପରିଶେଷରେ ଶ୍ରୀ ରୁକ୍ମଣ ଦିଶ୍ରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like