-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||     

HOME   ଜିଲ୍ଲା

୧୮୯ ବାଟାଲିୟନରେ, ସି ଆର୍ ପି ଏଫ୍  କ୍ୟାମ୍ପ ରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

13-Aug-2022



ବଲାଙ୍ଗିର (ପ୍ରେରଣା ଖବର)  ୧୮୯ ବାଟାଲିୟନରେ, ସି ଆର୍ ପି ଏଫ୍  ବଲାଙ୍ଗୀର (ଓଡିଶା) ମୁଖ୍ୟାଳୟ ଶାନ୍ତିପାରା କମାଣ୍ଡାଣ୍ଟ ଶ୍ରୀ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ଏକ ବିଶାଳ  “ରାକ୍ଷୀ  ପୂର୍ଣିମା"  ଅବସରରେ “ରକ୍ଷା ବନ୍ଧନ”  ଉତ୍ସବର ଆୟୋଜନ କରିଥିଲା | ଯେଉଁଥିରେ ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ସଭାପତି ସି.ଏ ଶ୍ରିକାନ୍ତ ର୍ଶମା, ନିଦ୍ଦେଶିକା ଶ୍ରୀମତୀ ସୁମନ ର୍ଶମା,  ପ୍ରଧାନଶିକ୍ଷକ ଶ୍ରୀ ପିତବାସ ପଣ୍ଡା,  କଲେଜ ଉପଦେଷ୍ଟା ଶ୍ରୀ ମନରଞ୍ଜନ ସହୁ  ଓ ଅନେକ ଛାତ୍ରଛାତ୍ରୀ ଅଶଂଗ୍ରହଣ କରିଥିଲେ  | ଏହି ଅବସରରେ, ସ୍ୱାଧୀନତାର ଅମୃତ ମହୋତ୍ସବ ଉପରେ ପ୍ରତ୍ୟେକ ଘର ତ୍ରିରଙ୍ଗା, ଘର ଘର ତ୍ରିରଙ୍ଗା ଏବଂ ବନ୍ଦେ ମାତାରାମ ସହିତ କାର୍ଯ୍ୟକ୍ରମଟିକୁ ଆକର୍ଷଣିୟ କରାଯାଇଥିଲା | ଏହା ପରେ “ରକ୍ଷା ବନ୍ଧନ”  କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ନିଦ୍ଦେଶିକା ଶ୍ରୀମତୀ ସୁମନ ର୍ଶମା, କଲେଜ ଶିକ୍ଷ୍ୟୟତ୍ରୀ ପୁଣି ବାଳିକା ଛାତ୍ରୀମାନେ ସି ଆର୍ ପି ଏଫ୍  ଅଧିକାରୀ ଏବଂ ଯବାନମାନଙ୍କୁ ରାଖୀ ବାନ୍ଧିଥିଲେ ଏବଂ କେବଳ ନିଜ ସୁରକ୍ଷା ନୁହେଁ ସମଗ୍ର ଦେଶର ଏକତା, ଅଖଣ୍ଡତା ଏବଂ ଭାଇଚାରାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ସେମାନଙ୍କଠାରୁ ଶପଥ ନେଇଥିଲେ |  ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ସି ଆର ପି ଏଫ୍ F ଅଧିକାରୀ ଏବଂ ଯବାନମାନେ ନିଜ ପରିବାରକୁ ତଥା ଭଉଣୀମାନଙ୍କୁ ସ୍ମରଣ କରି ଭାବପ୍ରବଣ ହୋଇଯାଇଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026

You Might Also Like