-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଜେପି ତରଫରୁ ଭାରତରତ୍ନ ବାବା ସାହେବ ଭୀମ ରାଓ ଆମ୍ବେଦକର ଙ୍କ ଜନ୍ମ ଜୟନ୍ତୀ ପାଳିତ

26-Nov-2020



ସମ୍ବଲପୁର (ସଞ୍ଜୀବ କୁମାର ପାଣିଗ୍ରାହୀ) - ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଭାରତୀୟ ସମ୍ବିଧାନ ର ପ୍ରଣେୟିତା ଭାରତରତ୍ନ ବାବାସାହେବ ଭୀମ ରାଓ ଆମ୍ବେଦକର ଙ୍କର ବୀର ଆଜି ପବିତ୍ର ଜନ୍ମଦିନ ବା ସମ୍ବିଧାନ ଦିବସ ।ସମ୍ବଲପୁର ବିଜେପି ପକ୍ଷରୁ ମଧ୍ୟ ତାଙ୍କର ଜନ୍ମ ଜୟନ୍ତୀ ପାଳନ କରାଯାଇଛି । କୋଭିଡ କଟକଣା ଯୋଗୁଁ ଚଳିତ ବର୍ଷ ତାଙ୍କର ଜନ୍ମ ଜୟନ୍ତୀ ନିରାଡ଼ମ୍ବର ଭାବରେ ପାଳନ କରାଯାଇଛି । ସ୍ଥାନୀୟ ମୁଦିପଡା ଛକ ରେ ଥିବା ଆମ୍ବେଦକର ଜୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତିଚାରଣ କରାଯାଇଥିଲା ।  ଜିଲ୍ଲା ସଭାପତି ଗିରିଶ ପଟେଲଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ  ଅଞ୍ଚଳର ବିଶିଷ୍ଟ ଯୁବ ପର୍ବତ ଆରୋହିଣି ସୁଶ୍ରୀ ଲିପିକା ସେଠ ଙ୍କୁ ସମ୍ମାନିତ କରାଯାଇଥିଲା । ଆଜିର କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ରାମ ଚନ୍ଦ୍ର ମେହେର, ଦାମୋଦର କର, ଡା. ରାଜାକୁମାର ବଡ଼ପଣ୍ଡା, ପ୍ରଦୀପ ବେହେରା, ଅନିଲ ସୁନା, ଅଜୁ ତାଣ୍ଡିଆ, କିଶୋର ସୁନା, ଅନିଲ ଶାହା, ତପନ ମଝି, ପିଣ୍ଟୁ ଓରାମ, ସାକ୍ଷୀଗୋପୀନାଥ ମଣ୍ଡଳ ସଭାପତି  ସରୋଜ କୁମାର ଘଡାଇ ଯୁବ ମୋର୍ଚ୍ଚା ରାଜ୍ୟ ସମ୍ପାଦକ  ଅଶ୍ୱିନୀ ମଝି, କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026

You Might Also Like