-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||     

HOME   ଜିଲ୍ଲା

ତ୍ରିରଙ୍ଗା ଯାତ୍ରା ସମିତି ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ-  ବିଶାଳ ଶୋଭାଯାତ୍ରା ରେ ସାମିଲ ହେଲେ ସହର ର ଶହ ଶହ ଦେଶପ୍ରେମୀ

14-Aug-2022



ସୁବର୍ଣ୍ଣପୁର : ଆଜି ତା ୧୪.୦୮.୨୦୨୨ ଦିନ ତ୍ରିରଙ୍ଗା ଯାତ୍ରା ପାଳନ ସମିତି ସୋନପୁର ତରଫରୁ ଆଜାଦି କି ଅମୃତ ମହତ୍ସବ  ପାଇଁ ଏକ ତ୍ରିରଙ୍ଗା  ଯାତ୍ରା ସହିତ ଅଖଣ୍ଡ ଭାରତ ଦିବସ  ରେ ବିଭିନ୍ନ ସାମାଜିକ ଓ ଆଧ୍ୟାତ୍ମିକ ସଂଗଠନ ର ମିଳିତ ସହଯୋଗ ରେ ଏକ ବିରାଟ ଶୋଭାଯାତ୍ରା  ଦ୍ଵାରା ସୋନପୁର ନଗର ପରିକ୍ରମା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଆର ଏସ ଏସ, ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ମାରୱାଡ଼ି ଯୁବାମଞ୍ଚ, ସୋନପୁର କଲେଜ ଏନ ସି ସି, ବଣିକ ସଂଘ, ସ୍ୱଚ୍ଛ ଭାରତ ସଂଗଠନ, ଗାଡ଼ି ଚାଲକ ସଂଘ, ଡ୍ରାଇଭର ମହାସଂଘ, ରକ୍ତ ଦାତା ସଂଘ, ଭଗବତୀ ଯୁବକ ସଂଘ, ଯୋଗାଳୟ, ଅବସର ପ୍ରାପ୍ତ ଶିକ୍ଷକ ସଂଘ, ସରସ୍ଵତୀ ଶିଶୁ ମନ୍ଦିର, ବ୍ଲକ ଦୁର୍ଗା ପୂଜା କମିଟି, ଶ୍ରମିକ ସଂଗଠନ, ସମେତ ସହର ର ପ୍ରମୁଖ ସ୍ବେଛାସେବୀ ସଂଗଠନ, ସଚେତନ ନାଗରିକ, ଦେଶ ପ୍ରେମୀ,

ସାଧାରଣ ଜନତା ଯୋଗଦାନ କରିଥିଲେ l ଏହି ତ୍ରିରଙ୍ଗା ଯାତ୍ରା ପାଳନ ସମିତିର ସଭାପତି ଶିବ ପାତ୍ର , ଉପ ସଭାପତି ସମେତ ରଶ୍ମିରଞ୍ଜନ ଦାସ, ଜିତୁ ବଡମାଳି, ସ୍ୱରୂପ ପାତ୍ର, ବିରଞ୍ଚି ମେହେର, ଜୟାଦ୍ରଥ ଜଗଦଳ୍ଲା, ସଞ୍ଜୟ ମହାପାତ୍ର, ରାଜେଶ ସିଂ, ଯୋଗଦାନ କରିଥିଲେ ଉକ୍ତ ଯାତ୍ରା, ବ୍ଲକ ଛକ ବାଲାଜୀ ମନ୍ଦିରରୁ ଆରମ୍ଭ ହୋଇ, ଆମ୍ବେଦକର ଛକ, କଚେରି ଛକ, ମଝିପଡା, ବିଜୁପଟ୍ଟନାୟକ ଛକ, ଗଙ୍ଗାଧର ମେହେର ଛକ, ଦୁର୍ଗାମଣ୍ଡପ, ସୁରେଶ୍ଵରୀ ମନ୍ଦିର ଛକ, ନଳିନୀ ଛକ, ପଟାଭାଡ଼ି ଛକ ପୁଣି ଵବ୍ଲ ଛକ ସ୍ଥିତ ବାଲାଜୀ ମନ୍ଦିରରେ ଶେଷ ହୋଇଥିଲା। ପରି ଶେଷର ବାଲାଜୀ ମନ୍ଦିର ନିକଟରେ ଥିବା ରୟାଲ ପଡ଼ିଆରେ ଜାତୀୟ ସଙ୍ଗୀତ ଗାନ ହୋଇ ତ୍ରିରଙ୍ଗା ଯାତ୍ରା ସମାପନ ହୋଇଥିଲା l ଉକ୍ତ କାର୍ଯ୍ୟ କ୍ରମରେ ଭାରତମାତା କି ଜୟ, ବନ୍ଦେ ମାତରଂ, ଭାରତ ଅଖଣ୍ଡ ହୋ ଅଖଣ୍ଡ ହୋ ନରା ସୋନପୁର ନଗର ପ୍ରକମ୍ପୀତ ହୋଇ ଉଠି ଥିଲା। ଏହି କାର୍ଯ୍ୟକ୍ରମରେ ସୋନପୁର ନଗର ଜନସାଧାରଣଙ୍କ ମଧ୍ୟରେ ଏକ ଦେଶ ଭକ୍ତିର ଏକ ଜାଗରଣ ସୃଷ୍ଟି ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026

You Might Also Like