-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜେପି ପକ୍ଷରୁ ଅମୃତ ମହୋତ୍ସବ

14-Aug-2022



ଲୋଇସିଂହା(ବିନୋଦ କୁମାର ଦୀପ) ଦେଶ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ବିଜେପି ପକ୍ଷରୁ ଲୋଇସିଂହା 34 ନମ୍ବର ଜୋନ ସଭାପତି କିଶୋର କୁମାର ପଟେଲଙ୍କ ନେତୃତ୍ୱରେ ପାଳନ ହୋଇଯାଇଛି l ଏହି ଅମୃତ ମହୋତ୍ସବ ପାଳନ ଅବସରରେ ୩୪ ନମ୍ବର ଜୋନ ର ୧୧ଟି ପଞ୍ଚାୟତ ଯଥା ଝାରମୁଣ୍ଡା, ବାଦିମୁଣ୍ଡା, ସରଗାଡ,

ଉପରବାହାଲ, ରତାଖଣ୍ଡି, ରେଙ୍ଗାଲି, ଗ.ଶ. ଡୁଙ୍ଗୁରିପାଲି, ବାନିପାଲି, ମାଗୁର ବେଢ଼ା, କୁସମେଲ, ତଳିଉଡ଼ାର ପ୍ରମୁଖ ପଞ୍ଚାୟତକୁ ବାଇକ ରେଲି ସହ ପରିକ୍ରମା କରାଯାଇଥିଲା l ଏହି ଅବସରରେ ସମସ୍ତଙ୍କ ଗହଣରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ରହିଥିବା ବେଳେ ଉପସ୍ଥିତ ଥିଲେ ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ବିଜେପି ବଲାଙ୍ଗୀର ଜିଲ୍ଲା ଉପସଭାପତି ଲେକୃ ତ୍ରିପାଠୀ, ସତ୍ୟ ସେଠ୍, ମଣ୍ଟୁ ସାହୁ, ନୀଳାଚଳ ପାତ୍ର ପ୍ରମୁଖ ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗଦାନ କରି ସାଫଲ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026

You Might Also Like