-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସଶକ୍ତଓଡ଼ିଶା ତରଫରୁ ୭୫ ତମ ସ୍ୱାଧୀନତା ଦିବସ ପାଳନ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ

15-Aug-2022



କଳାହାଣ୍ଡି  (ତ୍ରିନାଥ ବେଶ୍ରା )
  ଆଜି 75 ତମ ସ୍ୱାଧୀନତା ଦିବସ ସାରା ଦେଶରେ ଆଡମ୍ବର ରେ ପାଳନ ହେଉଥିବା ବେଳେ କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣା ଗୋହନ୍ତିଆ ପଡା ବେଙ୍କ କଲୋନୀ ଠାରେ ମଧ୍ୟ୍ୟ ସଶକ୍ତ ଓଡ଼ିଶା ତରଫରୁ 75ତମ ସ୍ବାଧନତା ଦିବସ ପାଳନ କରାଯାଇ ଅଛି l ଏଠାରେ ମୁଖ୍ୟ ଅତିଥି ଭାବରେ  ସଶକ୍ତ ଓଡ଼ିଶା ଏମ ଡି ଶ୍ରୀଯୁକ୍ତ ବିଜୟ କୁମାର ପ୍ରଧାନ ପତାକା ଉତ୍ତୋଳନ କରି ଥିଲେ ଓ ଅନିତା ମଞ୍ଜରୀ ସ୍ୱାଇ ଓ ଦେବୀ ମାଳତୀ ସ୍ଵାଇ ଏହି କାର୍ଯ୍ୟ କ୍ରମ ରେ ଯୋଗ ଦାନ କରି ଥିଲେ l ଏଭଳି ଜିଲ୍ଲା ର ପ୍ରତ୍ୟେକ ଗାଁ ଗହଳି ଠାରେ ମଧ୍ୟ ଆଜାଦି କି ଅମୃତ ମହୋତ୍ସବ ପାଳନ କରିବା ସହ ୭୫ ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି ।ଗତ ତା 14/08/2022ରିଖ ଦିନ ଏହି ସସକ୍ତ ଓଡ଼ିଶା ତରଫରୁ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା l

ଭବାନୀ ପାଟଣା ମୁନସୀ ପାଲଟି ଚ୍ୟାର ମେନ ଶ୍ରୀମତି ସଂଯୁକ୍ତା ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ୍ କରି ଏହି ରକ୍ତଦାନ କାର୍ଯ୍ୟ କ୍ରମ କୁ  ଉଦଘାଟନ କରିଥିଲେ , ଏବଂ 19 ନମ୍ବର କାଉନସିଲର ପ୍ରଶାନ୍ତ ଠାକୁର, 6 ନମ୍ବର କାଉନସିଲର ଭୁବନେ ବାଗ ଓ ଛାତ୍ର ଜନତା ଦଳ ର କାର୍ଯ୍ୟ କାରିଣୀ ସଭାପତି ଅବିନାଶ ଠାକୁର ଏହି ରକ୍ତ ଦାନ ଶିବିର କାର୍ଯ୍ୟ କ୍ରମ ରେଯୋଗଦାନ କରିଥିଲେ l ସଂଗ ଠନ ର କର୍ମକର୍ତ୍ତା ମାନେ ରକ୍ତ ଦାନ କରି ମହତ କାର୍ଯ୍ୟ କରି ଥିବା ଦେଖିବାକୁ ମିଳିଛି lକଳାହାଣ୍ଡି ଜିଲ୍ଲା ସଂଯୋଜକ ପୂର୍ଣ୍ଣ ଚନ୍ଦ୍ର ବାଗ, ଭବାନୀ ପାଟଣା ଓ କେସିଙ୍ଗା ସି ସି -ଅନିଲ ନିହାଲ, ବିଦ୍ୟା ଧର ବାଗ, ଵିନୋଦ ବେମାଲ, ବ୍ଲକ କୋଡ଼ି ନେଟର ଗୁଳସନ ବାଗ, ଲକ୍ଷ୍ମୀ ପ୍ରିୟା ପାଣଗ୍ରାହୀ, ପଞ୍ଚମୀ ହରପାଲ ,ଯୋତି ସେନାପତି ,ପ୍ରତାପ ସେନାପତି , ଜୟନ୍ତି ନିହାଲ, ବବିତା ନାୟକ, ନରେନ୍ଦ୍ର ନାୟକ, ମୋନୋରମା ମାଲିକ, ଗୋପlଙ୍ଗିନି ପାଣି ଗ୍ରାହି, ପେଡିତା ନାୟକ, ହିମାଂଶୁ ଶେଖର ପାନ ଏହି କାର୍ଯ୍ୟ କ୍ରମ ରେ ଯୋଗ ଦାନ କରି ଓ ବଡ଼ ଆନନ୍ଦ ସହ ସମସ୍ତ ସଶକ୍ତ ଓଡ଼ିଶା ଟିମ୍ 75ତମ ସ୍ବାଧନତା ଦିବସ ପାଳନ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like