-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୬ ତମ ସ୍ଵାଧିନତା ଦିବସ ପାଳନ

15-Aug-2022



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ ): ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୬  ତମ  ସ୍ଵାଧିନତା ଦିବସ ସ୍ଥାନୀୟ ରମାଇଁ ହାଇସ୍କୁଲ ଖେଳ ପଡିଆ  ଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୬ତମ ସ୍ଵାଧିନତା ଦିବସ  ପାଳନ ହୋଇଯାଇଛି ।ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ

ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା । ପରେ ପରେ ସ୍ଥାନୀୟ ସହରର ବିଭିନ୍ନ ଛକ ଗୁଡିକଥିବା ମହାପୁରୁଷ ଙ୍କ  ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା । ରମାଇଁ ହାଇସ୍କୁଲ ଖେଳ ପଡିଆରେ ଆୟୋଜିତ ଉତ୍ସବରେ   ସ୍ଥାନୀୟ ତହସିଦାର ଡ଼ ପୁଷ୍ପାଞ୍ଜଲି ପଣ୍ଡା  ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଦେଶ ଓ ଜାତି ଉଦେଶ୍ୟରେ ଅଭିଭାଷଣ ରଖିଥିଲେ । ମହାମାରୀ କରୋନା ଭୁତାଣୁ ଏବଂ ସରକାରଙ୍କ ନିୟମକୁ ପାଳନ କରି ଚଳିତ ବର୍ଷ ସାମୁହିକ ପ୍ୟାରେଡ଼ ହୋଇନାହିଁ  ।ଏହି ଉତ୍ସବରେ ସ୍ଥାନୀୟ ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତା ସହକାରୀ ଜିଲ୍ଲାପାଳ କ୍ଷିରୋନ୍ଦ୍ର ଚନ୍ଦ୍ର ସାହୁ  ଥାନା ଭାରପ୍ରାପ୍ତ ଅଧିକାରୀ ଅନନ୍ତ ପ୍ରଧାନ, ବ୍ରଜକିଶୋର ପଣ୍ଡା , ଏନଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଲ, ଏନ୍ ଏ ସି କାର୍ଯ୍ୟନିବାର୍ହି ଅଧିକାରୀ ଗୌରହରୀ ମହନ୍ତ , ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉତ୍ସବରେ  ଏନ୍ ଏସି ର ସମସ୍ତ କର୍ମଚାରୀ ,ଅଗ୍ନିଶମ ବଭିଗ ,ସ୍ଵାସ୍ଵ ବିଭାଗ ସହ  ଅନ୍ୟ ଅଧିକାରୀ କର୍ମଚାରୀ   ରହି ଥିବା ବେଳେ  ଲୋକ ସୂଚନା ଅଧିକାରି ସଞ୍ଜିବ ମହାନ୍ତି ପରିଚାଳନାରେ ସହଯୋଗ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like