-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ ର ସ୍ୱାଧୀନତା ଦିବସ ପାଳିତ

15-Aug-2022



ବଲାଙ୍ଗୀର, ପଶ୍ଚିମାଞ୍ଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ ପକ୍ଷରୁ ସ୍ଥାନୀୟ ପେଲେସ ଲାଇନ୍ ସ୍ଥିତ ବିଜୁଳି ସଂଘ ଅଫିସ ଠାରେ ଆଜାଦି କି ଅମୃତ ମହୋତ୍ସବ ପାଳିତ ହୋଇଯାଇଛି । ମଂଚର ସଭାପତି ମନୋରଂଜନ ସାହୁ ପତାକା ଉତ୍ତୋଳନ କରି ଦେଶାତ୍ମକ ମନୋଭାବ ସୃଷ୍ଟି କରି ଏହାକୁ ବ୍ୟାପକ କରିବା ପାଇଁ ପରାମର୍ଶ ଦେଇ ବଲାଙ୍ଗୀରରେ ପାଳିତ ହେଉଥିବା ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଇତିହାସ ଜାଣିବା ପାଇଁ ଜାଗୃତି ମହୋତ୍ସବ ଉପରେ ସୂଚନା ଦେଇଥିଲେ । ପ୍ରବଳ ବର୍ଷା ସତ୍ତ୍ୱେ ଅନ୍ୟ ମାନଙ୍କ ମଧ୍ୟରେ ମଂଚ ର ସାଧାରଣ ସଂପାଦକ ବିଭୂତି ଶଙ୍କର ବିନ୍ଧାଣୀ. କୋଷାଧ୍ୟକ୍ଷ ସତ୍ୟବ୍ରତ ସିଂହ, ଜ୍ୟୋତି ରଂଜନ ମହାନ୍ତି,  ପ୍ରଦୀପ ଡାକୁଆ, ଜ୍ୟୋତି ମିଶ୍ର, ଦେବଜିତ ସେଠୀ, ସତ୍ୟ ମହାନ୍ତି  ପ୍ରମୁଖ ସ୍ୱାଧୀନତାର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ । ଶେଷରେ ଜ୍ୟୋତି ରଂଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like