-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ବରିଷ୍ଠ ନାଗରିକ ମଂଚ ଭାରତ ବର୍ଷର ୭୬ ତମ ସ୍ୱାଧିନତା ଦିବସ ପାଳିତ

15-Aug-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ) -ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ଭାରତ ବର୍ଷର ୭୬ ତମ ସ୍ୱାଧିନତା ଦିବସ ଅମୃତ ମହୋତ୍ସବ ମହାସମାରୋହରେ ପାଳନ କରିଛି । ବଲାଙ୍ଗିର ଏଲ୍‌ଆଇସି ଅଫିସ ପଛ ପଟେ ସୁନିଲ ଚନ୍ଦ୍ର ବିଶ୍ୱାଳ, ଏଡିସିନାଲ ଜେନେରାଲ ସେକ୍ରେଟେରୀଙ୍କ ଘର ସାମନାରେ ପତକା ଉତ୍ତୋଳନ କରିଥିଲେ । ମଂଚର ବୟସ୍କ ସଦସ୍ୟ ଅମର ସିଂ ମେହେର ସଂଗୀତ ଗାନ ହେଲା ସମବେତ କଣ୍ଟରେ ଓ ଶ୍ରୀ ମେହେର ଉଦ୍‌ବୋଧନ ଦେଇଥିଲେ । ଚିତ୍ତ ରଂଜନ ପଟେଲ, ପଦ୍ମ ଚରଣ ଆଚାର୍ଯ୍ୟ ମଧ୍ୟ ଉଦ୍‌ବୋଧନ ଦେଇଥିଲେ । ଚନ୍ଦ୍ର ଶଖେର ନଗରର ଅନେକ ବୁଦ୍ଧିଜିବୀ ଓ ପଡାବାସୀ ଉପସ୍ଥିତ ରହି ଉତ୍ସାହିତ କରିଥିଲେ । ପରିଶେଷରେ ଅତିରିକ୍ତ ସାଧାରଣ ସଂପାଦକ ଶ୍ରୀ ବିଶ୍ୱାଲ ଧନ୍ୟବାଦ ଦେଇଥିଲେ । ଏହି ଉତ୍ସବ ପରିଚାଳନା କରିଥିଲେ  ସଭାପତି ପ୍ରଭାକର ମିଶ୍ର । ମନୋରଂଜନ ମିଶ୍ର ସାଧାରଣ ସଂପାଦକ, ନରେନ୍ଦ୍ର କବାଟ, କୋଷାଧ୍ୟକ୍ଷ ବିନୟ ମିଶ୍ର, ସଂଗଠନ ସମ୍ପାଦକ ବିରଂଚି ହୋତା, ଉପସଭାପତି ମଲିଆ ଗଡୁଆ, ଗୋପାଳ କୃଷ୍ଣ ମିଶ୍ର, ପୂର୍ଣଚନ୍ଦ୍ର ମେହେର, ହରେକୃଷ୍ଣ ମେହେର, ଚୁଡେନ୍ଦ୍ର ବେହେରା,ମାଥାମନୀ ପଣ୍ଡା, ଅଶୋକ ଚାନ୍ଦ, ସୁରେନ୍ଦ୍ର ନେଗୀ, ମୁନିନ୍ଦ୍ର କୁମାର ମିଶ୍ର, ପ୍ରମୋଦ ଗୁରୁ ଇତ୍ୟାଦି ଉପସ୍ଥିତ ଥିଲେ । ପରିଶେଷରେ ମିଷ୍ଟାନ୍ନ ବଣ୍ଟନ ହୋଇ ନିଜ ନିଜ ମଧ୍ୟରେ ଆନନ୍ଦ ରେ ସମାପ୍ତ ହେଲା ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like