-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ବିଶେଷ

ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ!!

26-Nov-2020



କନ୍ଧମାଳ, (ପ୍ରେରଣା ଖବର) - ଜଗାକୁ ଏକା କରି ଚାଲିଗଲା କାଳିଆ । ବୁଧବାର କଟକ ବଡ ମେଡିକାଲରେ ପ୍ରାଣ ହରାଇଛି ଯୋଡା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ କାଳିଆ । କାଳିଆର ମୃତ୍ୟୁ ଖବର ଶୁଣିବା ପରେ ମିଲୁପଡା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ସମସ୍ତଙ୍କ ଆଖିରେ ଲୁହ । କାହା ଆଖିରୁ ଲୁହ ଶୁଖୁନି!!କାଳିଆର ମୃତଦେହ ଫିରିଙ୍ଗିଆ ବ୍ଲକର ମିଲୁପଡା ଗାଁରେ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ସକାଳ ୬ଟା ବେଳେ ଆମ୍ବୁଲାନ୍ସ ଯୋଗେ କାଳିଆର ମୃତଦେହ ଗାଁରେ ପହଞ୍ଚିଥିଲା । ଏହାପରେ କାଳିଆକୁ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା । ସମସ୍ତଙ୍କ ଆଖିରେ ଲୁହ । ବାହୁନି ବାହୁନି କାନ୍ଦୁଥିଲେ ସମସ୍ତେ । ଗାଁ ମଶାଣୀରେ ଆଦିବାସୀ ପରମ୍ପରା ଅନୁଯାୟୀ କାଳିଆର ଶେଷକୃତ ସମ୍ପନ୍ନ କରାଯିବ!!*ଉଲ୍ଲେଖଯୋଗ୍ୟ ଯେ, ଯୋଡା ମୁଣ୍ଡ ଜଗା-କାଳିଆ ସଂପର୍କରେ ପ୍ରଥମେ ନ୍ୟୁଜ୍ ସେଭେନ୍ ରେ ଖବର ପ୍ରସାରଣ ପରେ ତତ୍ପରତା ପ୍ରକାଶ ପାଇଥିଲା । ଚିକିତ୍ସା ପାଇଁ ଉଭୟଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ଉଭୟଙ୍କର ଅପରେସନ କରାଯାଇଥିଲା । ଅପରେସନ ସଫଳ ବି ହୋଇଥିଲା । ଜଗା-କାଳିଆ ଯୋଡା ମୁଣ୍ଡରୁ ଅଲଗା ହୋଇଥିଲେ । ସେମାନଙ୍କ ଆରୋଗ୍ୟ କାମନା କରି ଗାଁରେ ପୂଜାର୍ଚ୍ଚନା ମଧ୍ୟ କରାଯାଇଥିଲା । ଏବେ ହଠାତ୍ କାଳିଆର ମୃତ୍ୟୁ ଖବରକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ଗ୍ରାମବାସୀ । ଉଭୟେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଗାଁ ଫେରିବେ ବୋଲି ଭାବିଥିଲେ ଗାଁଲୋକ । ଆଜି କାଳିଆ ଫେରିଛ ସତ ହେଲେ ଜୀବନ୍ତ ନୁହେଁ ମୃତ । କାଳିଆର ମୃତ୍ୟୁ ପରେ ଜଗା ସୁସ୍ଥ ହୋଇ ଗାଁକୁ ଫେରିଆସୁ ବୋଲି ପରିବାର ଲୋକେ କାମନା କରିଛନ୍ତି!! ଏଭଳି ଦୁଃଖଦ ଖବର ପାଇ ଫିରିଙ୍ଗିଆ ବିଡିଓ ଶାନ୍ତନୁ ନା ଏକ କାଳିଆର ଗାଁକୁ ଯାଇ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ମଧ୍ୟ ଦେଇଛନ୍ତି । ଗୁରୁବାର ଦିନ ୧୧ଟା ବେଳେ କାଳିଆର ଶେଷକୃତ ସମ୍ପନ୍ନ ହେବା ନେଇ ସୂଚନା ମିଳିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like