-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||     

HOME   ଜିଲ୍ଲା

ଏବିଭିପି ତରଫରୁ ଆଜାଦୀ କା ଅମୃତ ମହୋତ୍ସବ ପାଳିତ

15-Aug-2022



 ବଲାଙ୍ଗୀର(ପ୍ରେରଣା ଖବର)-  ସ୍ଥାନୀୟ କଲେଜ ଛକ ଶିଶୁ ମନ୍ଦିର ଠାରେ ଅଖୀଳ ଭାରତୀୟ ବିଦ୍ୟାର୍ଥି ପରିଷଦ (ଏବିଭିପି) ତରଫରୁ ସ୍ୱାଧିନତାର ଅମୃତ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନିମନ୍ତ୍ରୀତ ଅତିଥି ଭାବେ ଗୋବିନ୍ଦ ଚନ୍ଦ୍ର ସାହୁ, ଅଧ୍ୟକ୍ଷ, ଲୋଇସିଂହା ମହାବିଦ୍ୟାଳୟ, ଦିଲିପ ସିଂ ଦେଓ, ଅଧ୍ୟକ୍ଷ, କଳାଧାମ, ହେମନ୍ତ କୁମାର ମଲ୍ଲିକ, ଅଧ୍ୟାପକ, ମହିଳା ମହାବିଦ୍ୟାଳୟ ପ୍ରମୁଖ ଯୋଗ ଦେଇଥିଲେ । ଆୟୋଜିତ ଏହି କାର୍ଯ୍ୟକ୍ରମରେ ବକ୍ତୃତା, ସଙ୍ଗୀତ, ଏକକ ନୃତ୍ୟ, ଦଳଗତ ନୃତ୍ୟ, ଏକକ ଅଭିନୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ପ୍ରତିଯୋଗୀତାରେ ଓମ ଅମୃତ ମହାନ୍ତି, ସମୀକ୍ଷା ବୁଡେକ, ପୁରୁଷୋତ୍ତମ ବେହେରା, ସୁମନ୍ତ ସାହୁ, ଦେବୀଷ ବାଗ, ସୌମ୍ୟାରାଣୀ ମିଶ୍ର, ବିଘ୍ନେଶୀ ବାରିକ, ଶୁଭଶ୍ରୀ ବେହେରା, ବିକାଶ ଭୋଇ, ରାକେଶ ସାଏ, ଜୟକାନ୍ତ ବାଗ, ରେସ୍ମା ମେହେର, ସୁଧାଂଶୁ ବାଗ, ନନ୍ଦିନୀ ଠାକୁର,  ଶୁଭ ଲକ୍ଷ୍ମୀ ମେହେର, କାମିନୀ ସାହୁ, ତପନ ମଲ୍ଲିକ ପ୍ରମୁଖ ପୁରସ୍କୃତ ହୋଇଥିଲେ । ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ଏବିଭିପି କର୍ମକର୍ତ୍ତାଙ୍କ ଦ୍ୱାରା ୫୦ଟି ଗ୍ରାମରେ ପତାକା ଉତ୍ତୋଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଲଳିତ କୁମାର ଦାଶ, ସ୍ୱରାଜ ପୁରୋହିତ, ଉତ୍ତମ ବରାଡ, ଜିତ୍ ସୁନା, ନିଲମ ପ୍ରଧାନ, ପ୍ରୀତି ପ୍ରଧାନ, ନବୀନ ସଗରିଆ, ଦିବ୍ୟ ରଂଜନ କାଲସାଏ, ଚୁଡାମଣୀ ବଏ, ବିଷ୍ଣୁ ଜେନା, ପଣ୍ଡିତ ବୁଦ୍ଧିଶକ୍ତ ବେଜ ତଥା ଶିଶୁ ବିଦ୍ୟାମନ୍ଦିରର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026

You Might Also Like