-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||     

HOME   ଜିଲ୍ଲା

ପାଉଁରୁଟି ଫେକ୍ଟ୍ରିର ଟ୍ରଲି ପଡି କାର୍ଯ୍ୟରତ ଶ୍ରମିକ ଗୁରୁତର

15-Aug-2022



ବଲାଙ୍ଗିର, ଆଜି ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ଥିବା ଏକ ପାଉଁରୁଟି ଫେକ୍ଟ୍ରିରେ କାମ କରୁଥିବା ସମୟରେ ଜଣେ କାର୍ଯ୍ୟରତ ଶ୍ରମିକ ଉପରେ ପାଉଁରୁଟି  ପ୍ରସ୍ତୁତ ପାଇଁ ଖଂଜା ହୋଇଥିବା ଏକ ଟ୍ରଲି  ପଡି ଯିବା ଯୋଗୁଁ ଶ୍ରମିକ ଜଣକ ଗୁରୁତର ଭାବେ ଆହାତ ହୋଇଛନ୍ତି । ଆହାତ ହୋଇଥିବା ଶ୍ରମିକ ଜଣକ ବଲାଙ୍ଗୀର ସଦର ବ୍ଲକ ନୂଆପଡା ଗାଁ ର ସୁଦର୍ଶନ ଚିର୍‌ଗୁନ୍‌(୩୮) ବୋଲି ଜଣାପଡିଛି । ଶ୍ରମିକଙ୍କ ଦେହରେ ୧୪ ଟି ଷ୍ଟିଚ୍ ପଡିଥିବା ବେଳେ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲର ସର୍ଜରୀ  ୱାର୍ଡରେ ଭର୍ତ୍ତି କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026

You Might Also Like