-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||     

HOME   ଅପରାଧ

ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା, ଅଶାନ୍ତ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସର

16-Aug-2022



ବଲାଙ୍ଗିର:  ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି। ୨ ଜଣ ଯୁବକ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ସୁଦପଡ଼ା ନିବାସୀ ଅଜୁ ଦୋରା(୨୫)। ଏନେଇ ହସ୍ପିଟାଲ ପରିସରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ମିଳିଥିବା ସୂଚନା ମୁତାବକ, ହସ୍ପିଟାଲ କ୍ୟାମ୍ପସ ପରିସରରେ ଜଳଖିଆ ଇଡଲି ଠେଲା ଲଗାଇବାକୁ ଅଜୁ ସକାଳୁ ଏକ ସ୍କୁଟିରେ ମା’ଙ୍କୁ ଧରି ଆସୁଥିଲେ। ହେଲେ ହସ୍ପିଟାଲ ପରିସରରେ ଥିବା ସିକ୍ୟୁରିଟି ଅଫିସ ସମ୍ମୁଖରେ ହେଲ୍‌ମେଟ ପିନ୍ଧି ପୂର୍ବରୁ ଛପି ରହିଥିବା ୨ଜଣ ଯୁବକ ଖଣ୍ଡାରେ ତାଙ୍କୁ 

ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଅଜୁଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଆକ୍ରମଣକାରୀ ଯୁବକଙ୍କୁ ଧରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଫେରାର ହୋଇଯାଇଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ବଲାଙ୍ଗିର ଟାଉନ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।   କିଛି  ସୁରାକ୍ ପାଇଲା ନାହିଁ ଏ ପର୍ଯ୍ୟନ୍ତ ଟାଉନ ପୋଲିସ l

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026

You Might Also Like