-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଦେଶାତ୍ମବୋଧକ କବିତା ପାଠ

16-Aug-2022



ବଲାଙ୍ଗିର, ତରଭା, ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୋଶଳ ସାହିତ୍ୟ ଏକାଡ଼େମୀର ସଭାପତି ଦେବେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ସ୍ବରଚିତ ଦେଶାତ୍ମବୋଧକ କବିତା ପାଠ ଅନୁଷ୍ଠିତ ହୋଇଯାରିଛି ।ଏହି ଉତ୍ସବରେ ଶିକ୍ଷାବିତ୍ ପ୍ରଦୀପ କୁମାର ମାହାଣା ମୁଖ୍ୟ ଅତିଥି, କୋଶଳ ସାହିତ୍ୟ ଏକାଡ଼େମୀର ସମ୍ପାଦକ ରାଜେନ୍ଦ୍ର ଝାଙ୍କର ମୁଖ୍ୟ ବକ୍ତା ଓ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ସମ୍ମାନିତ ଅତିଥିଭାବେ ଯୋଗଦେଇ ଅମୃତ ମହୋତ୍ସବ ପାଳନର ତାତ୍ପର୍ଯ୍ୟପୂର୍ଣ୍ଣ ଓ ମହତ୍ତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା କରିଥିଲେ ।ସ୍ୱାଧୀନତାର ପଞ୍ଚସ୍ତରୀ ବର୍ଷ ପୂର୍ତ୍ତି ଅବସରରେ ଶୈକ୍ଷିକ, ସାମାଜିକ,ଆଧ୍ୟାତ୍ମିକ, ଅର୍ଥନୈତିକ ଓ ସାଂସ୍କୃତିକ ଦିଗରେ ସାରା ବିଶ୍ୱରେ ଭାରତ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ବିଷୟରେ ଆଲୋକପାତ କରିଥିଲେ। ସଭା ପ୍ରାରମ୍ଭରେ ମୁଖ୍ୟ ଅତିଥି ଶ୍ରୀ ମାହାଣା ଶ୍ରୀଫଳ ଭାଙ୍ଗି ଉତ୍ସବର ଉଦ୍ଘାଟନ କରିଥିବାବେଳେ 

ଆୟୋଜକ ଲୋକନାଥ ଦଳବେହେରା ଅତିଥି ପରିଚୟ ପ୍ରଦାନ ସଙ୍ଗେ ସଙ୍ଗେ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପରେ କୋଶଳ ସାହିତ୍ୟ ଏକାଡ଼େମୀର ସହଯୋଗିତା଼ରେ ଓ କବୟିତ୍ରୀ ଚନ୍ଦ୍ରାବତୀ ପାଣ୍ଡେଙ୍କର ସଂଯୋଜନାରେ ଅନୁଷ୍ଠିତ କବିତା ପାଠରେ କୋଡ଼ିଏ ଜଣ କବି/କବୟିତ୍ରୀ ସ୍ବରଚିତ ଦେଶାତ୍ମବୋଧକ କବିତା ଆବୃତ୍ତି କରିଥିଲେ। ସଂଯୋଜକ ଦେବେନ୍ଦ୍ର କୁମାର ନାଏକଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୁବକବି ହିରଣ୍ମୟ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like