-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ସେପ୍ଟେମ୍ବର୍ ରେ ରିଲିଜ୍ ହେବ ନୂଆଁ ଓଡ଼ିଆ ସିନେମା ମହର୍ଷି

16-Aug-2022



ଭୁବନେଶ୍ୱର : ସ୍ୱାଧୀନତା ଦିବସ ଅବସରରେ ସ୍ୱାଧିନତା ସଂଗ୍ରାମୀଙ୍କ କଥା ଉପରେ ଆଧାରିତ ନୂଆ ଓଡ଼ିଆ ଚଳଚ୍ଚିତ୍ର 'ମହର୍ଷୀ'ର ଟ୍ରେଲର ରିଲିଜ୍ ହୋଇଯାଇଛି । ରସୁଲଗଡ଼ ସ୍ଥିତ ଏସପ୍ଲାନେଡ ମଲରେ ଏନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଜୟୀ ରାଜଗୁରୁଙ୍କ ଜୀବନୀ ଉପରେ ସିନେମାଟି ନିର୍ମାଣ ହୋଇଛି ବୋଲି ସିନେମାଟି ଅତ୍ୟନ୍ତ ଉଚ୍ଚକୋଟିର ଓ ଦର୍ଶକ ଏକ ଭଲ କାହାଣୀ ଦେଖିବାକୁ ପାଇବେ ବୋଲି ସିନେମାର ଷ୍ଟାରକାଷ୍ଟ ମତବ୍ୟକ୍ତ କରିଛନ୍ତି ।

ବ୍ରିଟିଶ ବିରୁଦ୍ଧରେ ସ୍ୱର ଉଠାଇବା ସହ ଲଢେଇ କରି ଶହୀଦ ହୋଇଥିଲେ ପ୍ରଥମ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁ । ସିନେମା 'ମହର୍ଷୀ'ରେ ସମ୍ପୁର୍ଣ୍ଣ ରୂପେ ସେହି କାହାଣୀକୁ ଉପସ୍ଥାପନା କରାଯାଇଛି । ଦର୍ଶକ ଏହାକୁ ଦେଖି ଇତିହାସ ସମ୍ପର୍କରେ ଜାଣିବା ସହ ମାଟି ପାଇଁ ପ୍ରାଣବଳୀ ଦେଇଥିବା ସ୍ୱାଧିନତା ସଂଗ୍ରାମୀଙ୍କୁ ମନେ ପକାଇବେ । ଏହି ସିନେମାଟି ଯୁବକଙ୍କ ମନରେ ନୂଆ ଉତ୍ସାହ ଭରିଦେବା ସହ ଦେଶପ୍ରେମକୁ ଜାଗ୍ରତ କରିବ । ଏଥିସହ ଓଲିଉଡରେ ନିଚ୍ଛକ ଓ ସତ୍ୟ କାହାଣୀର ଆବଶ୍ୟକତା ରହିଛି ଯାହାକୁ ଦର୍ଶକେ ଖୁବ ପସନ୍ଦ କରିବେ ବୋଲି ସିନେମାର ନାୟକ ଚନ୍ଦନ କର କହିଛନ୍ତି ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like