-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||     

HOME   ଜିଲ୍ଲା

      ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର

16-Aug-2022



୭୫ ତମ ସ୍ୱାଧୀନତା ର ଅମୃତ ମହୋତ୍ସବ ଉପଲକ୍ଷେ ଦଶପୁର ଗ୍ରାମ ପାଞ୍ଚାୟତ ର ଆୟୋଜନ ରେ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର , ଜାମଗାଁ ଓ ଦଶପୁର ଆୟୁର୍ବେଦ କେନ୍ଦ୍ର ଙ୍କ ସହଯୋଗ ରେ ଏକ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର ,ସରସ୍ୱତୀ ବିଦ୍ୟାମନ୍ଦିର ଦଶପୁର ଠାରେ ଆୟୋଯିତ କରାଯାଇଥିଲା । ଶିବିର କୁ ପୁଇଁତଳା ବ୍ଲକ ଅଧ୍ୟକ୍ଷ ଶ୍ରୀ ସରୋଜ କୁମାର ପଧାନ ଉତ୍ଘାଟନ କରିଥିବା ବେଳେ ଲୋଇସିଂହା ବିଧାୟକ ଡ଼ଃ ମୁକେଶ ମହାଲିଙ୍ଗ ଉପସ୍ଥିତ ରହି ଉତ୍ସାହିତ କରିଥିଲେ । ସ୍ଥାନୀୟ ସାରପଞ୍ଚ ଶ୍ରୀମତୀ ପୁରବୀ ବାଗ ଙ୍କ ତତ୍ୱାବଧାନରେ ମହୀମୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଡ଼ଃ ଜନ୍ମେଞ୍ଜୟ ମିଶ୍ର ,ଡ଼ଃ ସୁରେଶ କୁମାର ପ୍ରଧାନ ଓ ଆୟୁର୍ବେଦୀ ଡ଼ଃ ମିନାକ୍ଷୀ ବେଦବାଗ ସହ ସ୍ୱାସ୍ଥ୍ୟକର୍ମୀ ମାନେ ଶିବିରରେ ଯୋଗଦାନ କରିଥିଲେ । ପ୍ରତିକୁଳ ପରିସ୍ଥିତି ଓ ଲଗାଣ ବର୍ଷା ଥାଇ ମଧ୍ୟ ୩୦୦ ରୋଗୀ ଚିକିତ୍ସିତ ହୋଇ ମାଗଣା ରେ ଔଷଧ ପାଇଥିଲେ । ଏହି ଶିବିରରେ ଚଋଙ  ରମେଶ ଦୀପ , ଏ .ଜ .ଝ  ବିଜୟ କୁମାର ପଟେଲ ସମେତ ମୀନକେତନ ଡାଙ୍ଗ  ,ଅମୁଲ୍ୟ ଭୂଷଣ ଡାଙ୍ଗ ,ବିଜୟ କୁମାର ଡାଙ୍ଗ ,ଲଳିତ ମୋହନ ଡାଙ୍ଗ ,ଲୋକନାଥ ବେଜ ,ବିପିନ ବିହାରୀ ଡାଙ୍ଗ ,ଶରତ  ମହାକୁର ,ଦିଲୀପ ମହାକୁର ,ରାହୁଲ ବସ୍ତିଆ ,ସୁନଚାନ୍ଦ ମହାକୁର ,ସଚ୍ଚିଦାନନ୍ଦ ବାରିକ ,ଆନନ୍ଦ ଡାଙ୍ଗ ,କଂସାରୀ ଡାଙ୍ଗ ,ଜସ୍ମିନ ବସ୍ତିଆ ,କିଶୋର ପଟେଲ,ଜଗନ୍ନାଥ ଡାଙ୍ଗ ,ଶୁଭ୍ରକାନ୍ତ ଡାଙ୍ଗ ,ସୁମନ୍ତ କ୍ଷେତି ,ବୀରମିତ୍ର ମାଝି ,ରୀଙ୍କୁ ଦାସ ,ରେଚା ଡାଙ୍ଗ ,ନନ୍ଦିନୀ କର୍ମୀ ,ବିନୋଦିନୀ ଡାଙ୍ଗ ,ରିଙ୍କି ରାଣା ,ରଂଜିତ ବସ୍ତିଆ ,ସ୍ୱଧର୍ମ ବେହେରା ,ଇତ୍ୟାଦି ସ୍ୱେଚ୍ଛାସେବୀ ମାନେ ଉପସ୍ଥିତ ରହି ଶିବିରକୁ ସାଫଲ୍ୟ ମଣ୍ଡିତ କରିଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026

You Might Also Like