-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ

16-Aug-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) :ଦେଶ ପାଳନ କରୁଛି ସ୍ୱାଧୀନତାର ଆଜାଦୀ କି ଅମୃତ ମହୋତ୍ସବ, ସେହି ଅବସରରେ ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ମହାସମାରୋହରେ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି | ପ୍ରଥମ ପର୍ଯାୟରେ ବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯଇଥିଲା ଓ ଦ୍ଵିତୀୟ ପର୍ଯାୟରେ ଏକ ସଭା ଅନୁଷ୍ଠିତ ହେଇଥିଲା |ଶ୍ୟାମସୁନ୍ଦର

ବଗର୍ତ୍ତୀଙ୍କ ସଭାପତିତ୍ୱରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇ ସ୍ୱାଧୀନତା ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ | ଏହି ଅବସରରେ ବିଦ୍ୟାଳୟର ପୂର୍ବତନ ଛାତ୍ର ବୈଦ୍ୟଶିରୋମଣୀ ଶ୍ରୀ ଝସକେତନ ଗୁରୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାଙ୍କ ଗୁରୁମାନଙ୍କୁ ଯଥା ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ସାହୁ, ପୂର୍ବତନ ଗଣିତ ଶିକ୍ଷକ ବିପ୍ରଚାରଣ ସାହୁ, ପୂବର୍ତନ ବରିଷ୍ଠ ଶିକ୍ଷକ ଅନର୍ଯ୍ୟାମୀ ମିଶ୍ର  ତଥା ବର୍ତ୍ତମାନର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା, ସଂସ୍କୃତ ଶିକ୍ଷକ ସଂକୀର୍ତନ ତ୍ରିପାଠୀ, ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡାଙ୍କୁ ଫୁଲମାଳ ତଥା ଉପଢୌକନ ଦେଇ ପୂଜା କରିଥିଲେ ଓ ଗୁରୁ ଶିଷ୍ୟ  ପରମ୍ପରା ବିଷୟରେ ଛତ୍ରଛାତ୍ରୀମାନଂକୁ ଉଦାହରଣ ମାଧ୍ୟମରେ ବୁଝାଇଥିଲେ | ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ପ୍ରବନ୍ଧ, ସାଧାରଣ ଜ୍ଞାନ ଓ ଗୀତ ପ୍ରତିଯୋଗିତା ହୋଇଥିଲା, କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା | ପ୍ରବନ୍ଧ ପ୍ରତିଯୋଗୀରେ ଚୁମକି ବସ୍ତିଆ, ପ୍ରିୟଙ୍କା ମେର୍ଲି, ନିପାଞ୍ଜଳି ମେର୍ଲି, ସାଧାରଣ ଜ୍ଞାନରେ ସତ୍ୟବ୍ରତ ପଧାନ, ଚୁମକି ବସ୍ତିଆ, ପ୍ରେମରାଜ ବସ୍ତିଆ

ଓ ଗୀତରେ ରୋଷନାରାଣୀ ଗୁରୁ, ବେବି ଦୀପ, ସୁପ୍ରଭା ବଣ୍ଡକିଙ୍କୁ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଭାବେ ପୁରସ୍କୃତ କରାଯାଇଥିଲା ଓ ସାଇରଜ ମହାପାତ୍ରଙ୍କୁ ଏକ ସ୍ୱତନ୍ତ୍ର ପୁରସ୍କାର ଦିଆଯାଇଥିଲା |ସମସ୍ତ କାର୍ଯକ୍ରମକୁ ବରିଷ୍ଠ ଶିକ୍ଷକ ସଂକୀର୍ତନ ତ୍ରିପାଠୀ ପରିଚାଳନା କରିଥିଲେ ଓ ଏହି ସମାବେଶରେ ପରିଚାଳନା ସମିତିର ବୃନବନ ନାଏକ, ମୋହନ ପଧାନ ଉପସ୍ଥିତ ଥିଲେ | ସମସ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଜିତ କୁମାର ଗୁରୁ, ଗାଜିନ୍ଦ୍ର ନାଏକ, ପବିତ୍ର ମୋହନ ପଧାନ, ହରିବୋଲ ପଧାନ ସହଯୋଗ କରିଥିଲେ |ସଭା ଶେଷରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like