-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠାଘର ଓ ମହାନଦୀ ବ୍ରିଜ ଆଲୋକିକରଣ ଓ ଉଦ୍ଘାଟିତ

17-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜାଦି କା ଅମୃତ ମହୋତ୍ସବ ଓ ୭୬ତମ ସ୍ବାଧିନତା ଦିବସ ପାଳନ ଅବସରରେ ବିନିକା ଅଞ୍ଚଳବାସୀଙ୍କ ସ୍ବାସ୍ଥ୍ୟର ଉନ୍ନତି ଆଣିବା ନେଇ ଜାତୀୟ ସ୍ବାସ୍ଥ୍ୟ ମିଶନ ଯୋଜନାର ଅନୁଦାନ ୩କୋଟି ୨୯ଲକ୍ଷ ୧୦ହଜାର ଟଙ୍କାରେ ନବ ନିର୍ମିତ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର କୋଠାଘରକୁ ମାନ୍ୟବର ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଏବଂ  ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ବରଂଜନ ପତି, ନଗରପାଳ ସୁବାସ ଚନ୍ଦ୍ର ଭୋଇ,ବିନିକା ଡାକ୍ତରଖାନା ଚିକିତ୍ସାଧିକାରୀ ଡ.ଅଂଶୁମାଲିନି ପଣ୍ଡା ପ୍ରମୁଖଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ । ସେହିପରି ୨୧ଲକ୍ଷ ଟଙ୍କା ବ୍ୟୟରେ ବିନିକା ମହାନଦୀ ସେତୁ ରାସ୍ତାର ଆଲୋକୀକରଣ ବ୍ୟବସ୍ଥାକୁ ମାନ୍ୟବର ବିଧାୟକ ଶ୍ରୀ ବେହେରା ଆନୁଷ୍ଠାନିକ ଭାବେ ଉଦଘାଟନ

କରିଥିଲେ । ଏହି ଅବସରରେ ନଗର ପାଳ ସୁବାସ ଚନ୍ଦ୍ର ଭୋଇ, କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ଉପ ନଗର ପାଳ ତପସ୍ୱିନୀ ମେହେରଙ୍କ ସମେତ ସମସ୍ତ କାଉନସିଲର, ବିଜୁ ଜନତା ଦଳ କର୍ମୀ, ଅଞ୍ଚଳର ଜନସାଧାରଣ ଉପସ୍ଥିତ ଥିଲେ।ଅନ୍ଧାରରେ ରହୁଥିବା ଏହି ରାସ୍ତା ଆଲୋକମୟ ହେବାପରେ ସାଧାରଣ ଲୋକଙ୍କ ଧନ ଜୀବନ ସୁରକ୍ଷିତ ରହିବା ସହିତ ଗାଡ଼ି ମଟର ମଧ୍ୟ ଠିକ ଭାବରେ ଯିବା ଆସିବା କରିବ ବୋଲି ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like