-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ଜିଲ୍ଳା ପରିବହନ ଓ ପୋଲିସ ବିଭାଗ ତରଫରୁ ସ୍ୱତନ୍ତ୍ର ଚଢ଼ାଉ -ଜବତ ହେଲା ୨୪ ଟି ଦୁଇଚକିଆ ଯାନ

17-Aug-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ), ଓଡିଶା ସରକାରଙ୍କ ପରିବହନ କମିଶନର ଏବଂ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେ ଙ୍କ ନିର୍ଦେଶ ମତେ ତା ୧୬/0୬/୨୨ ଠାରୁ ତା ୩0/0୮/୨୨ ପର୍ଯ୍ୟନ୍ତ  ସୁବର୍ଣ୍ଣପୁର ଜିଲ୍ଲାରେ ଦୁଇ ଚକିଆ ଯାନ ଚଳାଚଳ  ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର  ମିଳିତ ଯାଞ୍ଚ କରାଯିବ l ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପରିବହନ ଅଧିକାରୀ ରବୀନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି ସ୍ୱତନ୍ତ୍ର ଯାଞ୍ଚ ଜିଲ୍ଲା୍ର ସମସ୍ତ ଥାନା ଓ ଫାଣ୍ଡି ଅଞ୍ଚଳରେ ଏକକାଳୀନ ଆରମ୍ଭ କରାଯାଇଛି l ଏହି ସ୍ୱତନ୍ତ୍ର ଯାଞ୍ଚ ସମୟରେ ବିଶେଷ ଭାବେ ବିନା ହେଲମେଟ, ବିନା ଡ୍ରାଇଭିଙ୍ଗ ଲାଇସେନ୍ସ, ଟ୍ରିପଲ ରାଇଡ଼ର ଡ୍ରାଇଭିଂ, ବିନା ଇନ୍ଷ୍ୟୁରେନ୍ସ ରେ ଗାଡି ଚାଳନ ଉପରେ ବିଶେଷ ପଦକ୍ଷେପ ନିଆ ଯାଉଛି l ଜିଲ୍ଳାର ସଡ଼କ ସୁରକ୍ଷା ଉପରେ ଗୁରୁତ୍ୱାରୋପ ପୂର୍ବକ ଅବ୍ୟବସ୍ଥିତ ଗାଡିଚାଳନା ତଥା ବିନା କାଗଜାତ ରେ ଗାଡିଚାଳନା ନିଜ ତଥା ଅନ୍ୟ ମାନଙ୍କ ପାଇଁ ଦୁଃଖ ର କାରଣ ହୋଇଥାଏ ଏଣୁ ସମସ୍ତେ ଏଥି ପ୍ରତି ସତର୍କ ହେବାକୁ ଜିଲ୍ଳା ଆରକ୍ଷୀ ଅଧିକାରୀ ଶ୍ରୀ ଅମରେଶ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି l ସର୍ତକ ଓ ସଚେତନ ହେଲେ ସଡ଼କ ଦୁର୍ଘଟଣା କୁ ରୋକାଯାଇପାରିବା ସହ ଧନ ଜୀବନ ସୁରକ୍ଷିତ ରହିବ ଏଣୁ ସମସ୍ତେ ଗାଡିଚାଳନl ସମୟରେ ଯତ୍ନବାନ ହେବାକୁ ପ୍ରଶାସନ ତରଫରୁ ପରାମର୍ଶ ଦିଆଯାଇଛି l ଆଜି ଜିଲ୍ଲା୍ର ବିଭିନ୍ନ ଥାନା ଅଂଚଳରେ ଯାଞ୍ଚ ସମୟରେ ସନ୍ଧ୍ୟା ସୁଦ୍ଧା ପରିବହନ ବିଭାଗ ଦ୍ୱାରା ୩୫ ଗୋଟି ଓ ପୋଲିସ ବିଭାଗ ଦ୍ୱାରା ୫୭ ଗୋଟି ସମୁଦାୟ ୯୨ ଗୋଟି ଦୁଇଚକିଆ ଯାନର ଇ-ଚାଲାଣ କରାଯାଇଥିବା ବେଳେ ୨୪ ଗୋଟି ଦୁଇ ଚକିଆ ଗାଡି କୁ

ଜବତ କରାଯାଇ ଗାଡି ଗୁଡିକୁ ସୋନପୁର ଓ ଉଲୁଣ୍ଡା ଥାନା ସହ ହିକୁଡି ଫାଣ୍ଡି କାର୍ଯ୍ୟାଳୟ ପରିସର ରେ ରଖାଯାଇଥିବା  ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି l ପରିବହନ ଅଧିକାରୀ ସୁବର୍ଣ୍ଣପୁର ଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି ସ୍ୱତନ୍ତ୍ର ଯାଞ୍ଚ କାର୍ଯ୍ୟକ୍ରମରେ ଏସ ଡି ପି ଓ ସୋନପୁର ପୁଷ୍ପାଞ୍ଜଳି ନିଙ୍ଗୀ,ଏସ ଡି ପି ଓ ବୀରମହାରାଜପୁର ଡୋଳାମଣି ଭୋଇ,କନିଷ୍ଠ ମୋଟର ଯାନ ନିରୀକ୍ଷକ ଲୋକନାଥ ନାୟକ ସମେତ ସୋନପୁର ସହରାଞ୍ଚଳ ତଥା ଅନ୍ୟ ସମସ୍ତ ଥାନା ଅଧିକାରୀ ସମେତ ପରିବହନ ବିଭାଗ କର୍ମଚାରୀ ଓ ପୋଲିସ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ଥିବା ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ଆଗାମୀ ଦିନରେ ଏହି ଚଢ଼ାଉ କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ ତଥା କଡାକଡି କରାଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like