-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ଅମୃତ କଳସ ସୁନା ଗହଣା ଦୋକାନରୁ ଳୁଟ ଘଟଣା  ଚାରି ଡକାୟତ ଗିରଫ ଓ ଦେଶି ପିସ୍ତଳ ସହ ଦୁଇଟି ଗୁଳି ଜବତ

17-Aug-2022



ପାଟଣାଗଡ( ସଚ୍ଚିଦାନନ୍ଦ ମହାକୁର)ପାଟଣାଗଡ଼ ସହରର ମୁଖ୍ୟ ରାସ୍ତାରେ ଥିବା ଅମୃତ କଲସ ସୁନା ଗହଣା ଦୋକାନରେ ଗତ  ୫ ତାରିଖରେ ୬ଜଣ ଦୁର୍ବୁତ୍ତ ପଶି ଦୋକାନ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁଇ କେଜି ସୁନା ଅଳଙ୍କାର ଓ ୪୨ ହଜାର ଟଙ୍କା ଲୁଟ କରି ନେଇଥିଲେ । ଉକ୍ତ ଘଟଣାକୁ କେନ୍ଦ୍ର କରି ପାଟଣାଗଡ଼ ମାରୱାଡ଼ି ସମାଜ ଓ ବଣିକ ସଂଘ ପକ୍ଷରୁ ବଲାଙ୍ଗିର ଏସପିଙ୍କୁ ଭେଟି ଶୀଘ୍ର ଡକାୟତଙ୍କୁ ଧରିବା ପାଇଁ ଏକ ଦାବି ଜଣାଇଥିଲେ । ପରେ ଏସପି ଏକ ଟିମ ଗଠନ କରିଥିଲେ । ପାଟଣାଗଡ଼ ପୁଲିସ ଏହି ଡ଼କାୟତି ଘଟଣାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ଚଢ଼ଉ କରି ପାଟଣାଗଡ଼ ନିକଟବର୍ତ୍ତୀ ସମଲେଶ୍ୱର ଗାଁରୁ ଡାକ୍ତର ବଗର୍ତ୍ତି ରାମପୁରର ଆବାଜ ମେହେର, ବରଗଡ଼ ଜିଲ୍ଲାର ବିଜେପୁରର ଚନ୍ଦ୍ରମଣି ମେହେର ଓ ବିରାମହରାଜପୁର ଉଲୁଣ୍ଡାରୁ ଅଲେଖ ବଡ଼ିହାରୀଙ୍କୁ ଧରି ଅଧିକ ପଚରାଉଚରା କରିଥିଲେ । ସେମାନଙ୍କଠାରୁ ଏକ ଦେଶୀ ପିସ୍ତଲ, ୮ ଏମଏମର ଦୁଇଟି ଗୁଳି ଓ ୪୨ହଜାର ୫୦୦ ଟଙ୍କା ଜବତ କରି ଡକାୟତ ମାନଙ୍କୁ ପାଟଣାଗଡ଼ କୋର୍ଟ କୁ ଚାଲାଣ କରାଯାଇଥିବା ନେଇ ପାଟଣାଗଡ଼ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା କହିଛନ୍ତି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବର୍ତ୍ତମାନ ସୁଦ୍ଧା ଫେରାର ଥିବା ଜଣାପଡ଼ିଛି । ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ଏସଡିପିଓ କହିଛନ୍ତି । ଏହି ସମୟରେ ପାଟଣାଗଡ଼ ଥାନାଧିକାରୀ ଅନନ୍ତ ପ୍ରଧାନ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like