-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ବୀରସୁରେନ୍ଦ୍ର ସାଏ କୃଷକ କ୍ଲବ ପକ୍ଷରୁ ରକ୍ତଦାନ ଶିବିର, 36 ୟୁନିଟ ରକ୍ତ ସଂଗ୍ରହ

17-Aug-2022



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଚାରମାଳ ପଞ୍ଚାୟତ ସଭା ଗୃହରେ ବୀର ସୁରେନ୍ଦ୍ର ସାଏ କୃଷକ କ୍ଲବ ମେଶ୍ବାପାଲି ପକ୍ଷରୁ ବୁଧବାର ଏକ ରକ୍ତଦାନ ଶିବିର ଅନୁଷ୍ଠତ ହୋଇଯାଇଛି। ଏହି ରକ୍ତଦାନ ଶିବିରରେ ମୋଟ 36 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଆୟୋଜିତ ଏହି ରକ୍ତଦାନ ଶିବିରରେ ରେଢ଼ାଖୋଲ ବିଡ଼ିଓ ପରୀକ୍ଷିତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ , ସେହିପରି ଅନ୍ୟ ଅତିଥି ମଧ୍ୟରେ ଚାରମାଳ ଥାନା ଅଧିକାରୀ ବସନ୍ତ ଦଳାଇ , ବ୍ଲକ ଉପାଧ୍ୟକ୍ଷା ଚିନ୍ମୟୀ ତ୍ରୀପାଠି, ଚାରମାଳ ସରପଞ୍ଚ ସଞ୍ଜୟ ପ୍ରଧାନ , ଚାରମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ରଞ୍ଜିତ ପ୍ରଧାନ , ଉଦିତ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ । ରକ୍ତ ଦାନ ଶିବିର ପ୍ରାରମ୍ଭରେ କଳ୍ପନା ଦେଓ ସନ୍ତୋଷିନୀ ପ୍ରଧାନ ପ୍ରଥମେ ରକ୍ତଦାନ କରିଥିଲେ । ଏଥିରେ ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନା ରକ୍ତ ଭଣ୍ଡାରର ଟେକନିସିଆନ ଇନ୍ଦ୍ରମଣି ବେହେରା , ତ୍ରୀପୁରାରୀ ଗଡତିଆଙ୍କ ସମେତ ଆୟୋଜକ କ୍ଳବର ମୋନଜ ବେହେରା , ବିଦ୍ୟାଧର ମାଝୀ , ଲୋକନାଥ ରାଉଳ , ସଞ୍ଜିତ ପ୍ରଧାନ, ଲକ୍ଷ୍ମୀ ନାରାୟଣ ସାହୁ, ହରଣ ପ୍ରଧାନ, ଲୁଖିଆ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like