-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ଶିକ୍ଷାର୍ଥୀ ଉଡାଇଲେ ତ୍ରିରଙ୍ଗା

17-Aug-2022



ବରଗଡ଼ : ସ୍ବାଧିନତାର ୭୫ବର୍ଷ ପୂର୍ତ୍ତି ଅବସରରେ  ଆଜାଦି କା ଅମୃତ ମହୋତ୍ସବ କ୍ରମରେ  ସରକାରୀ ଉଚ୍ଚ ବିଦ୍ୟାଳୟ, ବିଜେପୁର  ତରଫରୁ  ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସରକାରୀ ଉଚ୍ଚ ବିଦ୍ୟାଳୟ  ପ୍ରାଙ୍ଗଣରୁ ଶୋଭାଯାତ୍ରା ବାହାରି  ଭାରତ ମାତାର ଗାଥା ଗାଇ ଗାଇ ବିଜେପୁର ସହରର ପରିକ୍ରମା କରାଯାଇଥିଲା। ଭାରତ ମାତା ର ଜୟ ଜୟକାର ଧ୍ୱନିରେ ବିଜେପୁର ସହର ପ୍ରକମ୍ପିତ ହୋଇ ଉଠିଥିଲା। ବିଦ୍ୟାଳୟର ସମର ଶିକ୍ଷାର୍ଥୀ ବାହିନୀ ଓ ସ୍କାଉଟ ଦଳର ଛାତ୍ରମାନେ ଶାନ୍ତି ଶୃଙ୍ଖଳା ରକ୍ଷା ତଥା ଶୋଭାଯାତ୍ରାର ନେତୃତ୍ବ ନେଇଥିଲେ। ସହରର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ସଙ୍ଗୀତ ରେ ନୃତ୍ୟ ପରିବେଷଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମନୋଜ ବେହେରା, ବିଜେପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଜେପୁର ସାଧନ କର୍ମୀ ଶ୍ରୀଯୁକ୍ତ ସୁଧାଂଶୁ ଜାଲ, ଶିକ୍ଷକ ଶ୍ରୀଯୁକ୍ତ ଭବାନୀ ଶଙ୍କର ସାହୁ, ଶିକ୍ଷକ ଜୟନ୍ତ ପଧାନ, ଜିତେନ୍ଦ୍ର ପଧାନ, ସୁବ୍ରତ ପଧାନ, ରୂପକ ପଧାନ, ରାହୁଲ ମହାନନ୍ଦିଆ, ଶିକ୍ଷୟିତ୍ରୀ ଶ୍ରୀମତୀ ମମତା କିଷାନ, ବନ୍ଦନା ପଧାନ, ଜିନି ଛତର ଓ ରଶ୍ମିରେଖା ମେହେର , ଫିରୋଜା ବାନୁ ତଥା ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like