-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସି ଏସ୍ ଓ ଅଫିସ ରେ ଯୌନ କେଳେଙ୍କାରୀ ପ୍ରସଙ୍ଗ : ପୀଡିତା ଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବଲାଙ୍ଗିର ଏସ୍ ପି ଙ୍କୁ ସାକ୍ଷାତ କଲା ବିକେପି ମହିଳା ମୋର୍ଚ୍ଚା

17-Aug-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) / ବଲାଙ୍ଗିର ସି ଏସ୍ ଓ ଅଫିସ ରେ ଜୈନେକ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯ୍ୟତନା ମାମଲା ରେ ଅନେକ ଦିନ ବିତି ଯାଇଥିଲେ ମଧ୍ୟ ଓ ପୀଡିତାଙ୍କ ଲିଖିତ ଅଭିଯୋଗ ପରେ ବି ପୋଲିସ ର କାର୍ଯ୍ୟାନୁଷ୍ଠାନ ଶୁନ ରହିଛି l ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଚିଫ୍ ସି ଏସ୍ ଓ ମୀର ରାଜ ଅଲ୍ଲୀ ଙ୍କ ବିରୋଧରେ ନିଜ ଅଫିସରେ ଥିବା ମହିଳା କର୍ମଚାରୀ ଜଣକୁ ଯୌନ ନିର୍ଯାତନା ଦେଇଥିବା ପରି ଏକ ସଙ୍ଗୀନ ଅଭିଯୋଗ ପଦାକୁ ଆସିଥିଲା l ଏବେ ବି ଯୌନ ନିର୍ଯାତନା ଦେଇଥିବା ଉଚ୍ଚ ପଦାଧିକାରୀ ଜଣକ ନିର୍ଭୟରେ ନିଜର କାର୍ଯ୍ୟ କରୁଛନ୍ତି l ଗତ 9 ତାରିଖ ଦିନ ପୀଡିତା ଜଣକ ନିଜର ନ୍ୟାୟ

ପାଇଁ ବଲାଙ୍ଗିର  ଟାଉନ୍ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରିଛନ୍ତି l ନ୍ୟାୟ ପ୍ରଦାନ ଦାବିରେ ଅଭିଯୋଗକାରିଣୀ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି l ତେବେ ପୋଲିସ ପ୍ରଶାସନ ହେଉ ବା କି ଜିଲ୍ଲା ପ୍ରଶାସନ କେହି ବି ଅଭିଯୋଗକାରିଣୀଙ୍କ ପ୍ରତି ଧ୍ୟାନ ଦେଇନାହାନ୍ତି ବୋଲି ଅଭିଯୋଗ ହେଉଛି l ଆଜି ଏ ସଂକ୍ରାନ୍ତରେ ବିଜେପି ମହିଳା ମୋର୍ଚ୍ଚା ର ବଲାଙ୍ଗିର ସଭାନେତ୍ରୀ ସାଗରିକା ଗୁରୁ ଙ୍କ ନେତୃତ୍ୱ ରେ ମହିଳା ମୋର୍ଚା ର ସଭ୍ୟl ମାନେ ବଲାଙ୍ଗିର ଏସ୍ ପି ନୀତିନ୍ କୁଶଳକର ଙ୍କୁ ସାକ୍ଷାତ କରି ଦୋଷୀ ଅଫିସର ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like