-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ମୁରିବାହାଲ୍ ଆଦର୍ଶ ବିଦ୍ୟାଳୟରେ ରକ୍ତଦାନ ଶିବିର

18-Aug-2022



 ମୁରିବାହାଲ:: ମୁରିବାହାଲ୍ ଆଦର୍ଶ ବିଦ୍ୟାଳୟ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ବିଦ୍ୟାଳୟ ର ଅଧକ୍ଷ ପିତାମ୍ବର ବେଶ୍ରା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉତ୍ସବରେ ସାଂସଦ ପ୍ରତିନିଧି ମୁରିବହଲ୍ ବ୍ଲକ୍ ଶ୍ରୀବତ୍ସ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବିର କୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଡିଗ୍ରୀ କଲେଜ ର ଅଧକ୍ଷ

ସରୋଜ କୁମାର ନାୟକ, ମୁରିବାହାଲ୍ ପଞ୍ଚାୟତି ହାଇସ୍କୁଲ ର ପ୍ରଧାନ ଶିକ୍ଷୟତ୍ରୀ ରଶ୍ମି ଲତା ପାତ୍ର, ଜୁନିୟର ମହବିଦ୍ୟାଳୟର ଅଧ୍ୟାପକ ପ୍ରଫୁଲ୍ଲ କୁମାର ପଣ୍ଡା ଯୋଗଦାନ କରି ରକ୍ତ ଦାତା ସ୍ୱେତ୍ସା ସେବୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏ ନେଇ ୨୬ ଜଣ ସ୍ଵେତ୍ସା ସେବୀ ରକ୍ତ ଦାନ କରିଥିବା ବେଳେବିଦ୍ୟାଳୟରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା, ଏଥିରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ ଓ ଅଂଚଳର ଶ୍ଵେତ୍ସା ସେବୀ ବୃନ୍ଦ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like