-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||     

HOME   ଜିଲ୍ଲା

ଜେ .ଏସ. ଏମ, ବାଣିଜ୍ୟ ମହାବିଦ୍ୟାଳୟରେ ଜନ୍ମାଷ୍ଟମୀ ପର୍ବ ଅବସରରେ “ଦହି ହାଣ୍ଡି” ପାଳନ

18-Aug-2022



ବଲାଙ୍ଗିର (ପ୍ରେରଣା ଖବର) ଜନ୍ମାଷ୍ଟମୀ ''କୃଷ୍ଣଙ୍କ ଜନ୍ମ'' ଯାହା କେବଳ ଜନ୍ମାଷ୍ଟମୀ ବା ଗୋକୁଲାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା, ଏହା ହେଉଛି ବାର୍ଷିକ ହିନ୍ଦୁ ପର୍ବ ଯାହାକି ବିଷ୍ଣୁଙ୍କ ଅଷ୍ଟମ ଅବତାର କୃଷ୍ଣଙ୍କ ଜନ୍ମଦିନ ପାଳନ କରିଯାଇଥାଏ |

ଆଜି ଜେ .ଏସ. ଏମ, ବାଣିଜ୍ୟ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ତଥା ଛାତ୍ରଛାତ୍ରୀମାନଙ୍କ ନେତୃତରେ  କଲେଜ ପରିସର ମଧ୍ୟରେ  ଜନ୍ମାଷ୍ଟମୀ ଅବସରରେ “ଦହି ହାଣ୍ଡି” ପାଳନ

କରାଯାଇଛି | ମୁଖ୍ୟ ଅତିଥି ଭାବରେ ଜିଲ୍ଲା ବିଜ୍ଞାନ ସଂଯୋଜକ ଶ୍ରୀ ସରୋଜ କୁମାର ନାୟକ, କଲେଜ ପରାମର୍ଶଦାତା ଶ୍ରୀ ମନରଞ୍ଜନ ସାହୁ  ପୁଣି କଲେଜ ଅଧ୍ୟକ୍ଷ ଶ୍ରୀ ଶ୍ରୀକାନ୍ତ ଶର୍ମା ଅତିଥି ଭାବରେ ଉପସ୍ଥିତ ଥିଲେ  |   ଜେ .ଏସ. ଏମ, ବାଣିଜ୍ୟ ମହାବିଦ୍ୟାଳୟରେ ବିଭିନ୍ନ ଧର୍ମର ଛାତ୍ରଛାତ୍ରୀମାନେ ବିଭିନ୍ନତା ମଧ୍ୟରେ ଏକତା ଓ ପ୍ରେମ ପ୍ରକାଶିତ କରି “ଦହି ହାଣ୍ଡି” ପର୍ବ ପାଳନ କରିଛନ୍ତି | କଲେଜର ଛାତ୍ର ସିଦିକ୍ ଖାନ୍ କୃଷ୍ଣ ଭୂମିକା ରେ ଅଂଶଗ୍ରହକରି  “ଦହି ହାଣ୍ଡି” ଫଟେଇ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026

You Might Also Like