-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||     

HOME   ଜିଲ୍ଲା

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀରେ ରାଧାକୃଷ୍ଣ ବେଶ ।

18-Aug-2022



ନର୍ଲା (ସଞ୍ଜିବ ଦାସ) ନର୍ଲା ବ୍ଳକ ଅଞ୍ଚଳରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଆନନ୍ଦ ଉଦ୍ଦୀପନା ସହ ପାଳିତ ହୋଇଛି। ରୁପ୍ରାରୋଡ ସରସ୍ଵତୀ ଶିଶୁ ମନ୍ଦିରର ଭାଇଭଉଣୀ ମାନଙ୍କୁ ନେଇ ରାଧାକୃଷ୍ଣ ବେଶ ଅନୁଷ୍ଠିତ ହେବା ସହ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଛି। ପ୍ରଧାନ ଆଚାର୍ଯ୍ୟ ହେମନ୍ତ କୁମାର ଭୋଇଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନିତ୍ୟାନନ୍ଦ ସାହୁ ଯୋଗଦାନ କରି ଶ୍ରୀକୃଷ୍ଣଙ୍କ ଜୀବନ ଚରିତ୍ର ଆଲୋକପାତ କରିଥିଲେ। ଛୋଟ ଛୋଟ ଶିଶୁ ଭଗବାନଙ୍କ ସ୍ଵରୂପ, ଯେଉଁ ଆଦର୍ଶରେ ଗଢା ହେବେ ଭବିଷ୍ୟତ ତାଙ୍କର ସେହି ପ୍ରକାରେ ଗଢା ହେବ ବୋଲି ଅତିଥି ମତପ୍ରକାଶ କରିଥିଲେ। ଏଥିରେ ପ୍ରଧାନ ଆଚାର୍ଯ୍ୟ ଅତିଥି ପରିଚୟ ରଖିଥିଲେ। ରାଧାକୃଷ୍ଣ ବେଶଧାରୀ ସୁସଜ୍ଜିତ ଶିଶୁମାନେ ଅତିଥିଙ୍କ ଦ୍ଵାରା ପୁରସ୍କୃତ ହେବାପରେ ଶେଷରେ ଆଚାର୍ଯ୍ୟ ଛବିରାମ ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ। ଶ୍ରୀକୃଷ୍ଣଙ୍କ ପୂଜାର୍ଚ୍ଚନା ରୁପ୍ରାରୋଡ ଜଗନ୍ନାଥ ମନ୍ଦିରରେ ମଧ୍ୟ ରୀତିନୀତି ଅନୁସାରେ ଅନୁଷ୍ଠିତ ହୋଇଯାଇଛି। ସେହିପରି ଗ୍ରାମର ବିଭିନ୍ନ ମନ୍ଦିର ,ମଠ ଓ ଅନୁଷ୍ଠାନ ପରିସରରେ ପୁରାଣ ପଠନ ସହ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like